Posted inଜାତୀୟ

ମାନବ ଶରୀରରେ ଦ୍ୱିତୀୟ କୋଭିଡ୍‌ ଟିକା ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ,୧୭ା୭:ଭାରତର ଦ୍ୱିତୀୟ କୋଭିଡ୍‌ ଟିକା ଜିକୋଭ-ଡିର ମାନବ ଶରୀରରେ ପରୀକ୍ଷା ଆରମ୍ଭ ହୋଇଛି। ଜାଇଡସ୍‌ କାଡିଲା କମ୍ପାନୀ ଦ୍ୱାରା ପ୍ରସ୍ତୁତ ଏହି ଟିକା ପାଇଁ ବାୟୋଟେକ୍‌ନୋଲୋଜି ବିଭାଗ ଆଂଶିକ ପାଣ୍ଠି ଯୋଗାଇଛି। ପ୍ରଥମ କୋଭିଡ୍‌ ଟିକା କୋଭାକ୍ସିନ୍‌ ଭାରତ ବାୟୋଟେକ୍‌ ପକ୍ଷରୁ ପ୍ରସ୍ତୁତ କରାଯାଇଥିଲା। ଏହାକୁ ମାନବ ଶରୀରରେ ପରୀକ୍ଷା ପାଇଁ କେନ୍ଦ୍ରୀୟ ଔଷଧ ମାନ ନିୟନ୍ତ୍ରଣ ସଂଗଠନ (ସିଡିଏସ୍‌ସି) ଅନୁମତି ପ୍ରଦାନ କରିସାରିଛି। ଜିକୋଭ-ଡି ଟିକାର ପ୍ରାକ୍‌ କ୍ଲିନିକାଲ ପରୀକ୍ଷା ସଫଳ ହୋଇଛି। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷାରୁ ଏହାର ନିରାପତ୍ତା, ସହନଶୀଳତା ଏବଂ ରୋଗ ପ୍ରତିରୋଧକ ଶକ୍ତି ସମ୍ପର୍କରେ ଜଣାପଡିଯିବ। ଫେବୃୟାରୀ ମାସରୁ ଏହି ଟିକା ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ମାନବ ଶରୀରରେ ପରୀକ୍ଷା ମୁଖ୍ୟ ମାଇଲଖୁଣ୍ଟ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri