Posted inଖେଳ

ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣପଦକ

ବର୍ମିଂହାମ,୩୧ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଏକ ସ୍ବର୍ଣ୍ଣପଦକ ମିଳିଛି। ଭାରୋତ୍ତୋଳକ ଜେରେମି ଲାଲରିନୁଙ୍ଗା ସ୍ବର୍ଣ୍ଣ ପଦକ ଜିତିଛନ୍ତି। ୭୬ କେଜି ପୁରଷ ବର୍ଗରେ ସେ ଏହି ପଦକ ଜିତିବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସ୍ନାଚ କ୍ୟାଟେଗୋରୀରେ ସେ ୧୪୦ କିଲୋଗ୍ରାମ ଓଜନ ଉଠାଇଥିଲେ। ସେହିପରି କ୍ଲିନ୍‌ ଆଣ୍ଡ ଜର୍କରେ ୧୬୦ କିଲୋଗ୍ରାମ ଓଜନ ଉଠାଇଥିଲେ । ମୋଟ୍‌ ୩୦୦ କିଲୋଗ୍ରାମ ଓଜନ ଉଠାଇ ସେ ପ୍ରଥମ ସ୍ଥାନ ଅଧିକାର କରିବା ସହ ସ୍ବର୍ଣ୍ଣ ପଦକ ଜିତି ଦେଶ ପାଇଁ ଗୌରବ ଆଣିଛନ୍ତି।

ଏହାକୁ ମିଶାଇ ଭାରତର ମୋଟ୍‌ ପଦକ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ଏହି ସମସ୍ତ ପଦକ ଭାରୋତ୍ତୋଳନରେ ହିଁ ମିଳିଛି। ପୂର୍ବରୁ ସଙ୍କେତ ମହାଦେବ ରୌପ୍ୟ, ଗୁରୁରାଜା କାଂସ୍ୟ ଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ବିଜେତା ମୀରାବାଇ ଚାନୁ ସ୍ବର୍ଣ୍ଣ, ବିନ୍ଦ୍ୟାରାଣୀ ରୌପ୍ୟ ପଦକ ଜିତିଥିଲେ। ପୂର୍ବରୁ ଭାରତ ୮ମ ସ୍ଥାନରେ ଥିଲା। ୫ମ ପଦକ ଜିତିବା ପରେ ଷଷ୍ଠ ସ୍ଥାନକୁ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?