Posted inଜାତୀୟ

କର୍ତ୍ତବ୍ୟ ପଥରେ ଭାରତର ଶକ୍ତି ପ୍ରଦର୍ଶନ…

ନୂଆଦିଲ୍ଲୀ,୨୬।୧ : କର୍ତ୍ତବ୍ୟ ପଥରେ ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତର ନିଜର ସ୍ବଦେଶୀ ଶକ୍ତିର ପ୍ରଦର୍ଶନ କରିଛି। ବାୟୁସେନାର ଯୁଦ୍ଧ ବିମାନ ନିଜର ସମରକଳା କୌଶଳ ପ୍ରଦର୍ଶନ କରିଛି। ସମଗ୍ର ବିଶ୍ୱ ଭାରତର ଶକ୍ତି ସହିତ ପରିଚିତ ହୋଇଛି। ଚଳିତ ବର୍ଷର ଗଣତନ୍ତ୍ର ଦିବସ ପାଳନ ଅବସରରେ ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫତ୍ତାହ ଏଲ ସିସି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ସ୍ବାଧୀନତା ପରେ ପ୍ରଥମ ଥର,  ରିପବ୍ଲିକ ଡେ ପରେଡ ଦେଖିବା ପାଇଁ ପ୍ରଥମ ଧାଡିରେ ଭିଭିଆଇପି ଲୋକ ବଦଳରେ ରିକ୍ସା ଟାଣୁଥିବା ଲୋକେ, ଶ୍ରମିକ ଏବଂ ସେମାନଙ୍କ ପରିବାର ଯେଉଁମାନେ କର୍ତ୍ତବ୍ୟ ପଥରେ ବସିଛନ୍ତି।

ଏଥର ଭାରତୀୟ ବାୟୁସେନା ରିପବ୍ଲିକ ଡେ ପ୍ୟାରେଡରେ ୫୦ ବିମାନ ସହିତ ନିଜର ଶକ୍ତି ପ୍ରଦର୍ଶନ କରିଛି। ଫ୍ଲାଇପ୍ୟାଷ୍ଟ ସମୟରେ ୨୩ ଯୁଦ୍ଧ ବିମାନ ଏବଂ ୧୮ ହେଲିକପ୍ଟର, ୮ ଟି ପରିବହନ ବିମାନ ଏବଂ ଏକ ଭିଣ୍ଟେଜ ବିମାନ ଡାକୋଟା ମଧ୍ୟ ଅନ୍ତର୍ଭୁକ୍ତ ହୋଇଛି। ଏଥର ‘ପାୱାର୍‌ ଓ୍ବିଣ୍ଡୋବାଉଣ୍ଡ୍ରିଜ’ ଥିମ ଉପରେ ବାୟୁସେନାର ପ୍ରଜ୍ଞାପନ ମେଢ଼ ପ୍ରସ୍ତୁତ କରାଯାଇଛି ।
ଏଥର ଅଗ୍ନିବୀର ଗଣତନ୍ତ୍ର ଦିବସ ପାଳନ ପରେଡରେ ଅଂଶଗ୍ରହଣ କରିଛନ୍ତି। ଭାରତରେ ନିର୍ମିତ ୧୦୫ ମିଲିମିଟର ବନ୍ଧୁକରୁ ୨୧ ଥର ତୋପ ସଲାମୀ ଦିଆଯାଇଛି।

ଇଜିପ୍ଟର ୧୨୦ ସଦସ୍ୟ ବିଶିଷ୍ଟ ମାର୍ଚିଂ ଦଳ ମଧ୍ୟ ପରେଡରେ ଅଂଶଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

୨ ଅଧିନାୟକଙ୍କ ସାଇଲେଣ୍ଟ ୱାର୍‌: କ୍ରିକେଟ ମହଲରେ ଚର୍ଚ୍ଚା ଜୋରଦାର

ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍‌ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?