ବଲାଙ୍ଗିରରେ ଭାରତ ବନ୍ଦ ପ୍ରଭାବ

ବଲାଙ୍ଗିର ଅଫିସ,୨୭।୯: ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ପରିପ୍ରେକ୍ଷୀରେ ସୋମବାର ସକାଳୁ ବଲାଙ୍ଗିର ଜିଲାରେ ବନ୍ଦ ପାଳନ ଜୋରଦାର କରାଯାଇଛି । ମିଳିତ ଚାଷୀ ସଙ୍ଗଠନ ବଲାଙ୍ଗିର ପକ୍ଷରୁ ପ୍ରଥମେ ସକାଳେ ପ୍ରଧାନ ଡାକଘର ସମ୍ମୁଖରେ ପିକେଟିଂ କରାଯାଇଥିଲା। ଜିଲା କଂଗ୍ରେସ କମିଟି ସଦସ୍ୟମାନେ ବଲାଙ୍ଗିର ରେଳ ଷ୍ଟେଶନରେ ରେଳରୋକୋ କରିଥିଲେ। ପରେ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା  କରାଯାଇଛି । ସହରର ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ସରକାରୀ ଅଫିସ, ଗାଡିମୋଟର ଚଳାଚଳ ବନ୍ଦ ରହିଛି । ସ୍ବାଭାବିକ ଜୀବନଯାତ୍ରା ପ୍ରଭାବିତ ହୋଇଥିଲେ ମଧ୍ୟ ଲୋକେ ବନ୍ଦ ପାଳନକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ କରୁଥିବା ଦେଖାଯାଇଛି । ଜରୁରୀକାଳୀନ ସେବାକୁ ବନ୍ଦ ପାଳନରୁ ବାଦ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କନଫେରେନ୍ସିଂରେ ସରପଞ୍ଚଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ବନ୍ତ, ୨୨।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ମୁକାବିଲା ପାଇଁ ଗତ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଅର୍ପଣ କରିଛନ୍ତି।...

କ୍ଷତିପୂରଣ ଦାବିରେ ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୨।୧୧(ନି.ପ୍ର.) ତାଳଚେରସ୍ଥିତ ହିଙ୍ଗୁଳା କୋଇଲା ଖଣିରେ ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ଦୁଇଦିନ ହେଲା କଣିହାଁ ବ୍ଲକ ସାନତ୍ରିବିଡା ଗ୍ରାମବାସୀ...

ଅସରାଏ ବର୍ଷାରେ ରାସ୍ତାରେ ପାଣି

ଶେରଗଡ଼,୨।୬(ଡି.ଏନ.ଏ.)- ଶେରଗଡରେ ରବିବାର ସନ୍ଧ୍ୟା ପ୍ରାୟ ୫ଟାରେ ବର୍ଷା ହୋଇଥିଲା। ପ୍ରାୟ ୩୦ ମିନଟ ଧରି ବର୍ଷା ହେବା ଫଳରେ କାଳିଆ ହୋଟେଲ ଛକରୁ ବଜାରକୁ...

କାମଧନ୍ଦା ବନ୍ଦ ଯୋଗୁ ପାଇଲେନି ଖାଇବାକୁ: ଭଣ୍ଡାରିପୋଖରୀରୁ ଚାଲି ଚାଲି ଝାଡ଼ଖଣ୍ଡ ବାହାରିଲେ ୪୦ ଶ୍ରମିକ

ବନ୍ତ,୫।୫(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ଦେଶକୁ ତୃତୀୟ ପର୍ଯ୍ୟାୟରେ ମେ ୭ ତାରିଖ ଯାଏ ଲକ୍‌ଡାଉନ୍‌ ରହିବାକୁ ଘୋଷଣା କରିଛନ୍ତି।...

ପାମ୍ପଡ଼ ବ୍ୟବସାୟୀଙ୍କ ନାଁରେ ୧୩ ଲକ୍ଷ ଟଙ୍କାର ଜିଏସ୍‌ଟି ଠକେଇ

ରାଉରକେଲା ଅଫିସ,୧୫।୧: ଇସ୍ପାତ ସହରରେ ଜିଏସ୍‌ଟି ଠକେଇ ଥମିବାର ନାଁ ନେଉନି। ଶୁକ୍ରବାର ପୁଣି ବାଲୁଘାଟ ନୂଆ ବସ୍ତିର ମହିଳା ଝୁନୁ ପ୍ରଧାନଙ୍କ ନାମରେ ଏହି...

ବିଦ୍ୟୁତ୍‌ ଖୁଣ୍ଟତଳୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ଝାରସୁଗୁଡା ଅଫିସ/ଲଖନପୁର, ୧୭।୯(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଇଟାଭଟା ପଡ଼ାର ଏକ ବିଦ୍ୟୁତ୍‌ ଖୁଣ୍ଟତଳେ ପଡ଼ିଥିବା ଜଣେ ଯୁବକଙ୍କ କ୍ଷତବିକ୍ଷତ ଶରୀରକୁ ମଙ୍ଗଳବାର...

ଅସୁରକ୍ଷିତ ଶିଆଳି ଭିୟୁ ଟାୱାର

ଏରସମା, ୮।୧ (ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳୀ ତଥା ଏରସମା ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ନିକଟରେ ଥିବା ଭିୟୁ...

କ୍ରାଇମ୍‌ବ୍ରାଞ୍ଚ ହାତରେ ରହସ୍ୟମୟୀଙ୍କ ଫଟୋ

କଟକ ଅଫିସ,୩୦ା୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ଗୁପ୍ତତଥ୍ୟ ମାମଲାରେ ସନ୍ଦିଗ୍ଧ ମହିଳାଙ୍କ ଫଟୋ କ୍ରାଇମ୍‌ବ୍ରାଞ୍ଚ ହାତରେ ଲାଗିଛି। ରହସ୍ୟମୟୀଙ୍କ...

Advertisement
Archives

Model This Week