Posted inଖେଳ

ଭାରତର ସ୍ଥିତି ମଜଭୁତ୍‌

ମୁମ୍ବାଇ,୫।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ମୁମ୍ବାଇର ୱାନକେଡେ ଷ୍ଟାଡିୟମରେ ଖେଳାଯାଉଛି। ସାତୋଟି ପାଇଁ ୨୭୬ ରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା ଏବଂ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଜିତିବା ପାଇଁ ନ୍ୟୁଜିଲାଣ୍ଡକୁ ୫୪୦ ର କଷ୍ଟସାଧ୍ୟ ଲକ୍ଷ୍ୟ ସ୍ଥିର କରିଥିଲା।
ଏହାର ଜବାବରେ ନ୍ୟୁଜିଲାଣ୍ଡ ଆରମ୍ଭରୁ ୩ ଉଇକେଟ୍‌ ହରାଇଛି। ସ୍ପିନର୍‌ ରବିଚନ୍ଦ୍ରନ ଅଶ୍ୱିନ ଏହି ଉଇକେଟ୍‌ ନେଇଛନ୍ତି। ଏବେ ନ୍ୟୁଜିଲାଣ୍ଡ ୩ ଉଇକେଟ୍‌ ହରାଇ ୬୯ ରନ୍‌ କରିଛି। ଭାରତ ପ୍ରଥମ ଇନିଂସରେ ୩୨୫ ରନ ସଂଗ୍ରହ କରିଥିଲା, ଏହାର ଜବାବରେ ନ୍ୟୁଜିଲାଣ୍ଡ ୬୨ ରନରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

ପ୍ଲୁଟୋକୁ ନେଇ ବିବାଦ

ପ୍ଲୁଟୋ ହେଉଛି ସୌରଜଗତର ପାଞ୍ଚଟି ବାମନ ଗ୍ରହ ମଧ୍ୟରୁ ଗୋଟିଏ। ବାସ୍ତବରେ ଆମେରିକୀୟ ଜ୍ୟୋତିର୍ବିଦ କ୍ଲାଇଡ୍‌ ଟମ୍‌ବାଓ ଏହାକୁ ୧୯୩୦ ମସିହାରେ ଆବିଷ୍କାର କରିଥିଲେ। ତା’ପରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri