Posted inଖେଳ

ସ୍ମୃତିଙ୍କ ମୁଣ୍ଡରେ ବାଜିଲା ବଲ୍‌, ଛାଡିଲେ ପଡିଆ

ଓଭାଲ,୨୭।୨: ଆଇସିସି ମହିଳା ବିଶ୍ୱକପ ଆରମ୍ଭ ପାଇଁ ଆଉ କିଛି ଦିନ ବାକି ଅଛି। ଏହା ପୂର୍ବରୁ ଭାରତୀୟ ଦଳକୁ ଝଟ୍‌କା ଲାଗିଛି। ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ୱାର୍ମ ଅପ ମ୍ୟାଚରେ ଭାରତର ଅଭିଜ୍ଞ ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧନାଙ୍କ ମୁଣ୍ଡରେ ଏକ ବାଉନ୍ସର ବଲ୍‌ ବାଜିଛି। ଏହା ପରେ ସଙ୍ଗେ ସଙ୍ଗେ ତାଙ୍କୁ ପଡ଼ିଆ ଛାଡିବାକୁ ପଡିଥିଲା। ମ୍ୟାଚ ଆରମ୍ଭରେ ଶବନିମ୍‌ ଇସମାଇଲଙ୍କ ଏକ ବାଉନ୍ସର୍‌ ବଲ୍‌ ଦ୍ୱାରା ମନ୍ଧାନା ଆହତ ହୋଇଥିଲେ। ସେ ମାତ୍ର ୧୨ରନ ସ୍କୋର କରିପାରିଥିଲେ। ବାଉନ୍ସର୍‌ ମାଡ ହେବା ପରେ ଟିମ ଡାକ୍ତରଙ୍କ ଦ୍ୱାରା ମନ୍ଧାନାଙ୍କ ଟେଷ୍ଟ କରାଯାଇଥିଲା ଏବଂ ବ୍ୟାଟିଂ ଜାରି ରଖିବାକୁ ତାଙ୍କୁ ଫିଟ ଘୋଷଣା କରାଯାଇଥିଲା। ତେବେ ପରେ ସେ ପଡିଆରୁ ଫେରିଯାଇଥିଲେ। ସତର୍କତା ଅବଲମ୍ବନ କରି ସେ ପଡିଆ ଛାଡିଥିବା କୁହାଯାଇଛି। ପ୍ରଥମେ ବ୍ୟାଟିଂ କରୁଥିବା ନିର୍ଦ୍ଧାରିତ ଓଭରରେ ୯ ଉଇକେଟ ହରାଇ ୨୪୪ ରନ ସଂଗ୍ରହ କରିଥିଲା। ହରମାନପ୍ରୀତ କୌର ଏକ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଙ୍କ ହସ ମିଠା, କଥା ମିଠା ନାଁ ମିଠି, ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri