Posted inଜାତୀୟ

ଲଞ୍ଚିଂ ପାଇଁ ପ୍ରସ୍ତୁତ ଭାରତର ସୋଲାର ମିଶନ ଆଦିତ୍ୟ-ଏଲ ୧

ବେଙ୍ଗାଲୁରୁ,୩୦।୮: ଚନ୍ଦ୍ରାବତରଣ ପରେ ସୂର୍ଯ୍ୟ ମିଶନ ପାଇଁ ପ୍ରସ୍ତୁତ ଭାରତ। ସୋଲାର ମିଶନ ଆଦିତ୍ୟ ଏଲ ୧ ଶନିବାର ସେପ୍ଟେମ୍ବର ୨ରେ ଲଞ୍ଚ ହେବ। ଚାରି ମାସର ଯାତ୍ରା ସମୟରେ ଆଦିତ୍ୟ ଏଲ୧ ୧୫ଲକ୍ଷ କିଲୋମିଟର ଦୂରତା ଅତିକ୍ରମ କରି ଲାଗ୍ରାଙ୍ଗିଆନ ୧ ପଏଣ୍ଟରେ ପହଞ୍ଚିବ୧ ଯେଉଁଠାରୁ ସେ ମହାକାଶ ପାଗ ଉପରେ ସୂର୍ଯ୍ୟଙ୍କ ପ୍ରଭାବକୁ ନେଇ ଅଧ୍ୟୟନ କରିବ।

ଆଦିତ୍ୟ ଏଲ ୧ର ଲଞ୍ଚ ଯାନ ପିଏସଏଲଭି-ସି୫୭ ଶ୍ରୀହାରିକୋଟା ଠାରେ ଲଞ୍ଚ ପ୍ୟାଡରେ ପହଞ୍ଚି ସାରିଛି। ଇସ୍ରୋ ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏହି ଫଟୋ ଶେୟାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

୧୦ ବର୍ଷ ଜେଲ୍, ୧୦ କୋଟି ଜରିମାନା: ପେପର ଲିକ୍ ବିରୋଧରେ ସରକାରଙ୍କ କଠୋର ଆଇନ, କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଲୀ,୨୪ା୭: ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ପେପର ଲିକ୍ ବିଲ୍ ସଂଶୋଧନ’କୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ପେପର ଲିକ୍ ମାଫିଆଙ୍କ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri