Posted inଖେଳ

ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ ପାଇଁ ଭାରତୀୟ ଟିମ୍‌ ଘୋଷଣା: ୨ ନୂଆ ମୁହଁଙ୍କୁ ସୁଯୋଗ, ଜାଡେଜା-ଶାମି ଗାଏବ

ନୂଆଦିଲ୍ଲୀ,୧୯।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଶୁକ୍ରବାର ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଦଳ ଘୋଷଣା କରିଛି। ମାର୍ଚ୍ଚ ୨୩ରେ ସିରିଜର ପ୍ରଥମ ମ୍ୟାଚ୍‌ ଖେଳାଯିବାକୁ ଥିବା ବେଳେ ଦଳରେ ଅନେକ ନୂଆମୁଁହ ଦେଖିବାକୁ ମିଳିଛି। ଦଳ ପକ୍ଷରୁ ସୂର୍ଯ୍ୟକୁମାର ଯାଦବ ଏବଂ ପ୍ରସିଦ୍ଧ କୃଷ୍ଣାଙ୍କୁ ପ୍ରଥମ ଥର ପାଇଁ ଦିନିକିଆ ଟିମ୍‌ରେ ସାମିଲ କରାଯାଇଛି। ସେହିଭଳି କ୍ରୁଣାଳ ପାଣ୍ଡ୍ୟା ଏବଂ ଭୁବନେଶ୍ୱର କୁମାର ଦଳକୁ ପୁଣି ଫେରିଛନ୍ତି। ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆହତ ସମସ୍ୟା ଦେଇ ଗତି କରୁଥିବାରୁ ତାଙ୍କୁ ସୁଯୋଗ ମିଳିପାରିନାହିଁ। ଦ୍ରୁତ ବୋଲର ମହମ୍ମଦ ଶାମି ମଧ୍ୟ ସମ୍ପୂର୍ଣ୍ଣ ଫିଟ୍‌ ହୋଇ ନ ଥିବାରୁ ତାଙ୍କୁ ବାହାର କରାଯାଇଛି।

ଦଳ:
ବିରାଟ କୋହଲି(ଅଧିନାୟକ), ରୋହିତ ଶର୍ମା(ଉପଅଧିନାୟକ), ଶିଖର ଧଓ୍ବନ, ଶୁଭମନ ଗିଲ, ଶ୍ରେୟସ ଅୟର, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ରିଷଭ ପନ୍ତ(ଉଇକେଟକିପର), କେ.ଏଲ୍‌. ରାହୁଲ(ଉଇକେଟକିପର), ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, କ୍ରୁଣାଲ ପାଣ୍ଡ୍ୟା, ଓ୍ବାଶିଂଟନ ସୁନ୍ଦର, ଟି ନଟରାଜନ, ଭୁବନେଶ୍ୱର କୁମାର, ମହମ୍ମଦ ସିରାଜ, ପ୍ରସିଦ୍ଧ କୃଷ୍ଣା, ଶାର୍ଦ୍ଦୁଳ ଠାକୁର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାଇନିଜ୍‌ ସ୍ପନସରଶିପ୍‌କୁ ବର୍ତ୍ତମାନ ହଟାଇ ହେବନାହିଁ: ଧୁମଲ

ନୂଆଦିଲ୍ଲୀ, ୧୯ା୬ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରୁ ବର୍ତ୍ତମାନ ପାଇଁ ଚାଇନିଜ ସ୍ପନସରଶିପ୍‌କୁ ହଟାଯାଇପାରିବ ନାହିଁ। ଚୁକ୍ତି ମିଆଦ ଶେଷ ହେବା ପରେ ବିକଳ୍ପ...

ଦୂର ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡର ସମସ୍ୟା

କାର୍ଡିଫ,୨୯ା୫- ଦୀର୍ଘ ଦିନ ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡରର ୪ର୍ଥ ସ୍ଥାନରେ କେଉଁ ବ୍ୟାଟ୍ସମ୍ୟାନ ଖେଳିବା ନେଇ ଚାଲିଥିବା ସମସ୍ୟା ଦୂର ହୋଇଛି। ଏଠାରେ...

ପ୍ରେମିକାଙ୍କ ବ୍ୟଥା: ମୋ ସନ୍ତାନ ଥିଲେ ଏବେ ବାବର ଆଜମଙ୍କୁ ବାପା ଡାକିଥାନ୍ତା

ଇସଲାମାବାଦ୍‌,୨୭।୧୦:ଆଜିକାଲି ପାକିସ୍ତାନ ଅଧିନାୟକ ବାବର ଆଜମ ଚର୍ଚ୍ଚାରେ ରହିଛନ୍ତି। ପାକିସ୍ତାନର ପ୍ରଥମ ଅଧିନାୟକ ଭାବେ ଦଳକୁ ବାବର ଭାରତ ବିପକ୍ଷରେ ବିଜୟୀ କରାଇଛନ୍ତି। କିନ୍ତୁ ବାବର...

ଜୁଲାଇରେ ଖେଳାଯିବ ୫ମ ଟେଷ୍ଟ

ମୁମ୍ବାଇ,୨୨।୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜର ୫ମ ଟେଷ୍ଟକୁ ବାତିଲ କରାଯାଇଥିଲା। ସେହି ମ୍ୟାଚ୍‌ ଆସନ୍ତା ବର୍ଷ ଜୁଲାଇରେ ଏଜବାଷ୍ଟନଠାରେ ଖେଳାଯିବ। ଏ...

ୟୁରୋକପ୍‌ ଫାଇନାଲ: କଳାବଜାର : ୮୩ ହଜାର ଟଙ୍କାର ଟିକେଟ ଏବେ ୫୬ ଲକ୍ଷ

ଲଣ୍ଡନ,୧୦।୭: ଇଂଲଣ୍ଡ ଓ ଇଟାଲୀ ମଧ୍ୟରେ ରବିବାର ଆୟୋଜନ ହେବାକୁ ଥିବା ୟୁରୋକପ୍‌ ଫାଇନାଲକୁ ନେଇ ସାରା ଦେଶରେ ଜବରଦସ୍ତ ଉତ୍ସାହ ଦେଖାଦେଇଛି। ସ୍ଥାନୀୟ ଓ୍ବେମ୍ବଲି...

ଟିମ୍‌ ପାକିସ୍ତାନ ପାଇଁ ଏମିତି ଲେଖିଲେ ପ୍ରଧାନମନ୍ତ୍ରୀ ଇମ୍ରାନ

ଦୁବାଇ,୧୨।୧୧: ଚଳିତ ଟି୨୦ ବିଶ୍ୱକପ୍‌ ସେମିଫାଇନାଲରୁ ବିଦାୟ ପରେ ବାବର ଆଜାମଙ୍କ ନେତୃତ୍ୱାଧୀନ ପାକିସ୍ତାନ ଦଳକୁ ସାନ୍ତ୍ୱନା ଦେଇଛନ୍ତି ୧୯୯୨ ବିଶ୍ୱକପ୍‌ ଚାମ୍ପିୟନ ଦଳର ଅଧିନାୟକ...

ଆରମ୍ଭ ହେଲା ବିଶ୍ୱକପ୍‌: ଟସ୍‌ ଜିତି ଦକ୍ଷିଣ ଆଫ୍ରିକାର ବୋଲିଂ ନିଷ୍ପତ୍ତି

ଲଣ୍ଡନ, ୩୦।୫- ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ସ୍ଥାନୀୟ କେନିଙ୍ଗଟନ୍‌ ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଯାଇଛି। ଉଦ୍‌ଘାଟନୀ ମୁକାବିଲାରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌...

ଡ୍ରେସିଂରୁମ୍‌ କାନ୍ଥକୁ ମୁଥ ମାରି ମାର୍ଶ ଆହତ

ପର୍ଥ,୧୪।୧୦(ଏଏଫ୍‌ପି)- ଅଷ୍ଟ୍ରେଲିଆ ଅଲରାଉଣ୍ଡର ମିଚେଲ ମାର୍ଶ ଶେଫିଲ୍ଡ ସିଲ୍ଡ ମ୍ୟାଚ୍‌ରେ ନିରାଶ ହୋଇ ଡ୍ରେସିଂରୁମ୍‌ କାନ୍ଥକୁ ମୁଥ ମାରି ଆହତ ହୋଇଛନ୍ତି। ଓ୍ବେଷ୍ଟର୍ନ ଅଷ୍ଟ୍ରେଲିଆ ଅଲରାଉଣ୍ଡର...

Advertisement
Archives

Model This Week