Posted inଖେଳ

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଘୋଷଣା ହେଲା ଭାରତୀୟ ଟିମ୍, ବୁମ୍ରାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୧୧।୧୦: ରୋହିତ ଶର୍ମାଙ୍କ ନେତୃତ୍ୱରେ ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ୧୫ ଜଣିଆ ଟିମରେ ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରାଙ୍କୁ ଉପ-ଅଧିନାୟକ ଦାୟିତ୍ୱ ମିଳିଛି।

ତେବେ ନିକଟରେ ଶେଷ ହୋଇଥିବା ବାଂଲାଦେଶ ବିପକ୍ଷରେ କୌଣସି ଉପ-ଅଧିନାୟକ ଘୋଷଣା ହୋଇ ନ ଥିଲା ବେଳେ ନ୍ୟୁଜିଲାଣ୍ଡ ବିପକ୍ଷ ଦଳରେ ବୁମ୍ରାଙ୍କୁ ଉପ-ଅଧିନାୟକ ନିଯୁକ୍ତ କରାଯାଇଛି। ବ୍ୟକ୍ତିଗତ କାରଣରୁ ରୋହିତ ଶର୍ମା ଅଷ୍ଟ୍ରେଲିଆରେ ହେବାକୁ ଥିବା ବର୍ଡ଼ର-ଗାଭାସ୍କର ଟ୍ରଫିର ପ୍ରଥମ ଦୁଇ ମ୍ୟାଚ୍ ନ ଖେଳିବାର ଆଶଙ୍କା ଥିବାରୁ ଦଳରେ ନ୍ୟୁଜିଲାଣ୍ଡ ବିପକ୍ଷ ଦଳରେ ଉପ-ଅଧିନାୟକ ନିଯୁକ୍ତ କରାଯାଇଥିବା କୁହାଯାଉଛି।

ଭାରତୀୟ ଟିମ୍: ରୋହିତ ଶର୍ମା(ଅଧିନାୟକ), ଜସପ୍ରୀତ ବୁମ୍ରା (ଉପ-ଅଧିନାୟକ), ଯଶସ୍ୱୀ ଜୈସ୍ବାଲ, ଶୁଭମାନ ଗିଲ, ବିରାଟ କୋହଲି, କେ.ଏଲ୍ ରାହୁଲ, ସର୍ଫରାଜ ଖାନ, ଋଷଭ ପନ୍ତ (ଉଇକେଟ ରକ୍ଷକ), ଧ୍ରୁଭ ଜୁରେଲ (ଉଇକେଟ ରକ୍ଷକ), ରବିଚନ୍ଦ୍ରନ ଅଶ୍ୱିନ୍, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଆକାଶ ଦୀପ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri