Posted inଖେଳ

କ୍ୱାର୍ଟରରୁ ଲକ୍ଷ୍ୟ ସେନ୍‌ଙ୍କ ବିଦାୟ

ଜାକର୍ତ୍ତା,୭ା୬: ଭାରତର ଷ୍ଟାର ଶଟଲର ଲକ୍ଷ୍ୟ ସେନ୍‌ ଇଣ୍ଡୋନେସିଆ ଓପନ ସୁପର ୧୦୦୦ ବ୍ୟାଡ୍‌ମିଣ୍ଟନରେ ମ୍ୟାଚ ହାରିଯାଇଛନ୍ତି। ଫଳରେ ଟୁର୍ନାମେଣ୍ଟରେ ଭାରତର ଚ୍ୟାଲେଞ୍ଜ ଶେଷ ହୋଇଛି। ବିଶ୍ୱର ୧୪ତମ ର଼୍ୟାଙ୍କିଙ୍ଗପ୍ରାପ୍ତ ସେନ୍‌ ଲଢୁଆ ପ୍ରଦର୍ଶନ କରିଥିଲେ ମଧ୍ୟ କ୍ୱାର୍ଟରଫାଇନାଲରେ ବିଶ୍ୱର ୫ ନମ୍ବର ତଥା ଡେନ୍‌ମାର୍କର ଆଣ୍ଡର୍ସ ଆଣ୍ଟନସେନଙ୍କଠାରୁ ୨୨-୨୪, ୧୮-୨୧ରେ ହାରିଯାଇଛନ୍ତି।

ଏହି ମ୍ୟାଚ ୧ ଘଣ୍ଟା ୧ ମିନିଟ ଧରି ଚାଲିଥିଲା। ମ୍ୟାଚରେ ବିଜୟ ଦ୍ୱାରା ଭାରତୀୟ ଖେଳାଳିଙ୍କ ବିପକ୍ଷରେ ଆଣ୍ଟନସେନଙ୍କ ବିଜୟ ପରାଜୟ ରେକର୍ଡ ୩-୨ରେ ପହଞ୍ଚିଛି। ଆଣ୍ଟନସେନ ସେମିଫାଇନାଲରେ ୮ମ ସିଡ୍‌ ତଥା ଥାଇଲାଣ୍ଡର କୁନ୍‌ଲାଭଟ ଭିଦିତସରନଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?