Posted inଖେଳ

ଅଣ୍ଡର-୧୯ ବିଶ୍ୱକପ୍‌ ଫାଇନାଲ୍‌ରେ ଭାରତର ଦମଦାର୍‌ ଏଣ୍ଟ୍ରି: ଶହେ ରନ୍‌ ଭିତରେ ଇଂଲଣ୍ଡ ହରାଇଲା ୭ ଓ୍ବିକେଟ…

ନୂଆଦିଲ୍ଲୀ, ୫।୨ : ଅଣ୍ଡର-୧୯ ବିଶ୍ୱକପ୍‌ ଫାଇନାଲ୍‌ରେ ଭାରତର ଦମଦାର୍‌ ଏଣ୍ଟ୍ରି ଆରମ୍ଭ ହୋଇଛି। ପ୍ରତିପକ୍ଷ ଇଂଲଣ୍ଡ ଦଳ ମାତ୍ରେ ଶହେ ରନ୍‌ ମଧ୍ୟରେ ୭ ଓ୍ବିକେଟ ହରାଇଛି।
ଇଂଲଣ୍ଡ ଅଧିନାୟକ ଟମ୍‌ ପ୍ରେଷ୍ଟ୍‌ ଟସ୍‌ ଜିଣିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତିି ଗ୍ରହଣ କରିଥିଲେ। ଭାରତୀୟ ଅଧିନାୟକ ୟଶ୍‌ ଧୁଲଙ୍କ ନେତୃତ୍ୱରେ ଭାରତୀୟ ବୋଲର ଇଂଲଣ୍ଡ ଟିମ୍‌କୁ କମ୍‌ ରନ୍‌ରେ ସୀମିତ ରଖିବାର ଉଦ୍ୟମ ଆରମ୍ଭ କରିଥିଲେ।

ଭାରତୀୟ ଟିମ୍‌କୁ ମୂଳରୁ ସଫଳତା ମିଳିବା ଆରମ୍ଭ କରିଥିବାବେଳେ ଇଂଲଣ୍ଡ ଟିମ୍‌ ବିପର୍ଯ୍ୟୟର ଶିକାର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri