Posted inଖେଳ

ଡବ୍ଲ୍ୟୁଟିସି ଫାଇନାଲ: ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୨୫।୪: ଜୁନ୍‌ ୭ରୁ ୧୧ ମଧ୍ୟରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନସିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ବିସିସିଆଇ ଟିମ ଇଣ୍ଡିଆ ଘୋଷଣା କରିଛି। ଟିମ ଇଣ୍ଡିଆର କମାଣ୍ଡ ରୋହିତ ଶର୍ମାଙ୍କ ହାତରେ ରହିବ। ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ରାହାଣେ ଦଳକୁ ଫେରିଛନ୍ତି। ତେବେ ରିଷଭ ପନ୍ତ, ଶ୍ରେୟାସ ଆୟର ଏବଂ ଜସପ୍ରୀତ ବୁମରା ଟିମ ଇଣ୍ଡିଆରେ ସ୍ଥାନ ପାଇନାହାଁନ୍ତି।

ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି, ଅଜିଙ୍କ୍ୟ ରାହାଣେ, କେ.ଏଲ ରାହୁଲ, କେ.ଏସ ଭରତ (ଉଇକେଟ କିପର), ରବିଚନ୍ଦ୍ରନ ଅଶ୍ୱିନ, ରବିନ୍ଦ୍ର ଜାଡେଜା, ଆକ୍ସର ପଟେଲ, ଶାର୍ଦ୍ଦୁଲ ଠାକୁର, ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମେଶ ଯାଦବ, ଜୟଦେବ ଉନାଦକାତ ଅଛନ୍ତି।

ଡବ୍ଲ୍ୟୁଟିସି ଫାଇନାଲ ପାଇଁ ପ୍ରାୟ ଏକ ବର୍ଷ ପରେ ରାହାଣେ ଦଳକୁ ଫେରିଛନ୍ତି। ଶ୍ରେୟସ ଆୟରଙ୍କ ଆଘାତ ହେତୁ ମିଡିଲ ଅର୍ଡରରେ ଏକ ଖାଲି ସ୍ଥାନ ଥିଲା। ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ସୂର୍ଯ୍ୟକୁମାର ଯାଦବଙ୍କୁ ସ୍ଥାନ ଦେଇଥିଲା। କିନ୍ତୁ ସେହି ବ୍ୟାଟ କାମ କଲା ନାହିଁ। ଏହି କାରଣରୁ ଚୟନକର୍ତ୍ତାମାନେ କେବଳ ସିନିୟର ଖେଳାଳି ଅଜିଙ୍କ୍ୟ ରାହାଣେଙ୍କ ଉପରେ ଭରସା କରିଛନ୍ତି। ଏହା ସହିତ ରାହାଣେ ମଧ୍ୟ ଆଇପିଏଲରେ ନିଜର ଚମତ୍କାର ପ୍ରଦର୍ଶନ ପାଇଁ ପୁରସ୍କାର ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri