Posted inଜାତୀୟ

ଭାରତର କଡ଼ା ଜବାବ: ନିୟନ୍ତ୍ରଣ ରେଖାରେ ୧୦ରୁ ଅଧିକ ପାକିସ୍ତାନୀ ସୈନ୍ୟଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୫।୮: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ଭାରତୀୟ ସେନା ପାକିସ୍ତାନକୁ କଡ଼ା ଜବାବ ଦେଇଛନ୍ତି। ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ପାକିସ୍ତାନୀ ସୈନ୍ୟ ଭାରତୀୟ ସେନାଙ୍କ ପାଲଟା ଜବାବରେ ସ୍ତବ୍ଧ ହୋଇଯାଇଛନ୍ତି। ପୁଞ୍ଚ୍‌ ଜିଲାର କ୍ରିଷ୍ଣାଘାଟି ଏବଂ ମାନକୋଟ ସେକ୍ଟର ଉପରେ ପାକିସ୍ତାନର ଫରଓ୍ବାର୍ଡ ପୋଷ୍ଟରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲା। ଏହାର ଜବାବରେ ଭାରତୀୟ ସେନା ପକ୍ଷରୁ ଗୁଳିଗୋଳା ମାଡ଼ ଆରମ୍ଭ ହୋଇଥିଲା। ଏଥିରେ ତତ୍ତାପାଣି ଅଞ୍ଚଳରେ ଥିବା ପାକିସ୍ତାନୀ ସୈନ୍ୟ ଶିବିର ଧ୍ୱଂସ ହେବା ସହିତ ୧୦ରୁ ଅଧିକ ସୈନ୍ୟଙ୍କ ମୃତ୍ୟ ଘଟିଥିବା କୁହାଯାଉଛି। ବହୁ ପାକିସ୍ତାନୀ ସୈନ୍ୟ ଆହତ ହୋଇଥିବା ଭାରତୀୟ ସେନା ପକ୍ଷରୁ କୁହାଯାଇଛି। ଆହତଙ୍କ ମଧ୍ୟରେ କେତେକଙ୍କ ଅବସ୍ଥା ଗୁରୁତର ଥିବା ଭାରତୀୟ ସେନା କହିଛି। ଅଚାନକ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ମୋର୍ଟାର ଶେଲିଂ ମାଡ ହେବାର ସୀମାରେ ଥିବା ଗ୍ରାମବାସୀ ଦୌଡ଼ି ବଙ୍କର ମଧ୍ୟରେ ପଶି ଯାଇଥିଲେ। ସେମାନେ ସୁରକ୍ଷିତ ଥିବା ଭାରତୀୟ ସେନା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ନାୟକ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?