Posted inଜାତୀୟ

ମୋଦିଙ୍କ ଯୋଗୁ ଭାରତର ସ୍ବର ଆଜି ବିଶ୍ୱରେ ପ୍ରଭାବ ପକାଉଛି: ଜୟଶଙ୍କର

ନୂଆଦିଲ୍ଲୀ,୨୬।୯: ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ବିଦେଶରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି। ଓ୍ବାଶିଂଟନ୍‌ରେ ଆମେରିକାର ଇଣ୍ଡିଆ ଫ୍ରେଣ୍ଡଶିପ କାଉନସିଲ ଏବଂ ଫାଉଣ୍ଡେଶନ ଫର୍‌ ଇଣ୍ଡିଆ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ତଥା ନୀତି ଯୋଗୁ ଭାରତର ସ୍ବର ଆଜି ବିଶ୍ୱରେ ପ୍ରଭାବ ପକାଉଛି। ଆଜି ଆମର ମତ ଗୁରୁତ୍ୱପୂର୍ଣ୍ଣ, ଆମର ମତାମତକୁ ଗମ୍ଭୀରତାର ସହ ନିଆଯାଉଛି। ଗତ ୬ ଦିନ ମଧ୍ୟରେ ନ୍ୟୁୟର୍କରେ ବିଭିନ୍ନ ଦେଶର ନେତାଙ୍କୁ ଭେଟିବା ଆଧାରରେ ମୁଁ ଏହା କହୁଛି।
ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ଥିବା ବଢୁଥିବା ସମ୍ପର୍କ ବିଷୟରେ ଜୟଶଙ୍କର କହିଛନ୍ତି, ଏହି ସମ୍ପର୍କ ଦୁଇ ଦେଶ ପାଇଁ କୌଣସି କାମକୁ ନୁହେଁ। ପାକିସ୍ତାନର ଏଫ -୧୬ ଜାହାଜ ରକ୍ଷଣାବେକ୍ଷଣ ପାଇଁ ଆମେରିକା ୪୫୦ ମିଲିୟନ ଡଲାରର ପ୍ୟାକେଜ ଅନୁମୋଦନ ଉପରେ ପ୍ରଶ୍ନ ହେବାରୁ ଏପରି କହିଛନ୍ତି ଜୟଶଙ୍କର।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri