“ସ୍ବଦେଶୀ ବନାମ ବିଦେଶୀ”: ଗରୁତ୍ୱ ଦେଲେ ଆଗକୁ…

ଭଞ୍ଜନଗର,୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେମଙ୍ଗଳବାର ରାଜ୍ୟ ସରକାରଙ୍କ ନିର୍ଦ୍ଧେଶକ୍ରମେ
ଜାତୀୟ ସେବା ଯୋଜନା ଏବଂ ଯୁବ ରେଡକ୍ରସର ମିଳିତ ସହଯୋଗରେ “ସ୍ବଦେଶୀ ବନାମ ବିଦେଶୀ” ଉପରେ ଏକ ସଭା ସହ ସ୍ବଦେଶୀ ଖାଦ୍ୟ ଉପରେ ଏକ ପ୍ରଦର୍ଶନୀ ହୋଇଥିଲା। ଏଥିସହ ଛାତ୍ରୀଛାତ୍ରଙ୍କ ମଧ୍ୟରେ “ସ୍ବଦେଶୀ ବନାମ ବିଦେଶୀ” ମଧ୍ୟରେ ଏକ ବକୃତା ପ୍ରତିଯୋଗୀତା ମଧ୍ୟ ହୋଇଥିଲା। ଏଥିରେ ଅଧକ୍ଷ ରାଜେନ୍ଦ୍ର କୁମାର ଦାସ ସଭାପତିତ୍ୱ କରି ସ୍ବଦେଶୀ ଖାଦ୍ୟ, ସ୍ବଦେଶୀ ଜ୍ଞାନ କୌଶଳ, ସ୍ବଦେଶୀ ବସ୍ତ୍ର ବ୍ୟବହାର ପାଇଁ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଆହ୍ବାନ କରିଥିଲେ। ଏଥିସହ ସେ କହିଥିଲେ ଯେ, ସ୍ବଦେଶୀକୁ ଗରୁତ୍ୱ ଆଗକୁଦେଲେ ଆମେ ଆଗକୁ ବଢ଼ିପାରିବା।
ଆମ ଦେଶ ଆତ୍ମ ନିର୍ଭର ହୋଇପାରିବ। ସଭାକୁ ପ୍ରଶାସନିକ ଅଧିକାରୀ ବିଭାସ ଦାସ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିଥି ଭାବେ କନ୍ଧମାଳ ଜିଲା ନୂଆଗାଁର ସିଆରସିସି ସିତୁ ପ୍ରକାଶ ରଥ, ଅଧ୍ୟାପିକା ଶେଫାଳୀ ପଟ୍ଟନାୟକ, ଅଧ୍ୟାପକ ଆର୍‌ ହରିଶ, ଦିଗନ୍ତ ଜେନା, ବୁଧିନାଥ ବେହେରା,
ଯୁବ ରେଡକ୍ରସ ଅଧିକାରୀ ବିଦେଶୀ ରାଉତ, ଜାତୀୟ ସେବା ଯୋଜନା ଶାଖା ୧ ଅଧିକାରୀ ବି ପ୍ରଧାନ ପ୍ରମୁଖ ଯୋଗଦେଇ ସ୍ବଦେଶୀ ଉପରେ ଗୁରୁତ୍ତ୍ୱ ଦେଇଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ପୂରଣ ହେବାକୁ ଯାଉଛି ହରିଜନ ସାହି ବାସିନ୍ଦାଙ୍କ ସ୍ବପ୍ନ, ବିଧାୟକ କଲେ….

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ହରିଜନ ସାହିରେ ନିର୍ମାଣ ହେବ ମା ଠାକୁରାଣୀଙ୍କ ମନ୍ଦିର । ଏଥିପାଇଁ ବୁଧବାର ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri