Posted inଜାତୀୟ

ଇଣ୍ଡିଗୋ ମାମଲା: ତଦନ୍ତ କରିବେ ସିନ୍ଧିଆ

ନୂଆଦିଲ୍ଲୀ,୧୦।୫: ରାଞ୍ଚତ୍ ବିମାନବନ୍ଦରରେ ଶନିବାର ଜଣେ ଭିନ୍ନକ୍ଷମ ନାବାଳକ ଯାତ୍ରୀଙ୍କୁ ଇଣ୍ଡିଗୋ ଏୟାରଲାଇନ୍ସ କର୍ତ୍ତୃପକ୍ଷ ବିମାନରେ ଚଢ଼ିବା ଲାଗି ଅନୁମତି ନ ଦେବା ଘଟଣା ସାମ୍‌ନାକୁ ଆସିବା ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏଭଳି ବ୍ୟବହାରକୁ ନିନ୍ଦା କରିଛନ୍ତି। ସେ ନିଜେ ଘଟଣାର ତଦନ୍ତ କରିବା ପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଟୁଇଟ୍‌ କରିଛନ୍ତି। ଏୟାରଲାଇନ୍ସ କର୍ତ୍ତୃପକ୍ଷଙ୍କ ଏଭଳି ବ୍ୟବହାରକୁ ବରଦାସ୍ତ କରାଯିବ ନାହିଁ। କୌଣସି ବ୍ୟକ୍ତିଙ୍କୁ ଏଭଳି ବ୍ୟବହାର କରାଯିବା ଉଚିତ ନୁହେଁ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷରେ ଖରାପ ସ୍ଥିତିରେ ଯଥାସମ୍ଭବ ଉପଯୁକ୍ତ ନିଷ୍ପତ୍ତି ନିଆଯାଇଥିବା ଇଣ୍ଡିଗୋ କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ଶନିବାର ଘଟିଥିବା ଉକ୍ତ ଘଟଣା ସମ୍ପର୍କରେ ଜଣେ ଯାତ୍ରୀ ରବିବାର ଫେସ୍‌ବୁକ୍‌ରେ ପୋଷ୍ଟ କରିବା ପରେ ଘଟଣା ସାମ୍‌ନାକୁ ଆସିଥିଲା। ଭିନ୍ନକ୍ଷମ ଶିଶୁ ଯାତ୍ରୀ ଜଣକ ଅନ୍ୟମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିବେ ଦର୍ଶାଇ ଇଣ୍ଡିଗୋ କର୍ମଚାରୀ ତାଙ୍କୁ ବିମାନରେ ଚଢ଼ିବାକୁ ଦେଇ ନ ଥିଲେ ବୋଲି ମନୀଷା ଗୁପ୍ତା ଫେସ୍‌ବୁକ୍‌ରେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ଜେଇଇ ପରୀକ୍ଷାର୍ଥୀଙ୍କୁ ମିଳିବ ଆଉ ଏକ ସୁଯୋଗ

ନୂଆଦିଲ୍ଲୀ, ୨୫।୭: ଜେଇଇ (ମେନ୍‌) ପରୀକ୍ଷା ଜୁଲାଇ ୨୦, ୨୨, ୨୫ ଏବଂ ୨୭ରେ ଦେଶ ତଥା ବିଦେଶରେ ୩୩୪ଟି ସହରରେ ହେଉଛି। ତେବେ ମହାରାଷ୍ଟ୍ରରେ...

ନିଜ ଇଚ୍ଛାରେ କରୋନା ସଂକ୍ରମିତ ହେବାକୁ ଚାହୁଁଛନ୍ତି ୩୦ ହଜାରରୁ ଅଧିକ ଲୋକ !

ନୂଆଦିଲ୍ଲୀ,୫।୭: କରୋନା ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏବେ ପର୍ଯ୍ୟନ୍ତ ଏହାର କୌଣସି ଔଷଧ ବା ଟିକା ବାହାରି ପାରି...

ଲଗାତାର ୨ ଦିନ ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ...

ନାବାଳିକା ବଳାତ୍କାର ମାମଲାରେ ଫସିଲେ ପଦ୍ମଶ୍ରୀ ବିଜେତା

ଗୁଆହାଟୀ,୬।୧: ଆସାମର ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଉଦ୍ଧବ ଭରାଲୀଙ୍କ ନାଁରେ ବଳାତ୍କାର ଅଭିଯୋଗ ହୋଇଛି। ସେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।...

ରାହୁଲଙ୍କୁ ଟାର୍ଗେଟ କଲେ ରାଜନାଥ: ଶସ୍ତ୍ରରେ ଓଁ ନ ଲେଖି କ’ଣ ଲେଖିଥାନ୍ତି?

ନୂଆଦିଲ୍ଲୀ, ୧୭।୧୦:ରାଫାଲ ବିମାନ ପୂଜାକୁ ନେଇ ଉଠିଥିବା ବିବାଦ ଉପରେ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ।...

କ୍ୟାବିନେଟ୍‌ ବୈଠକରେ ୪ ନିଷ୍ପତ୍ତି: ୮୧ କୋଟିରୁ ଅଧିକ ଗରିବଙ୍କୁ ନଭେମ୍ବର ଯାଏଁ ମାଗଣା ରାଶନ

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟ୍‌ ବୈଠକ ୭ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୪ ଗୁରୁତ୍ୱପୂର୍ଣ୍ଣ...

କୋଭିଡ଼ ସ୍ଥିତିକୁ ନେଇ ବସିବ ସମୀକ୍ଷା ବୈଠକ

ନୂଆଦିଲ୍ଲୀ, ୨୭।୪: ଦେଶରେ କୋଭିଡ଼ ସଂକ୍ରମଣ ଧିରେ ଧିରେ ବଢିବାରେ ଲାଗିଛି। ତେବେ ଏ ନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ...

ସଚିନ, ଲତା, କୋହଲିଙ୍କ ଟୁଇଟ‌ ଯାଞ୍ଚ୍‌ କରିବେ ଉଦ୍ଧବ ସରକାର

ମୁମ୍ବାଇ,୮।୨: କୃଷକ ଆନ୍ଦୋଳନ ଉପରେ ପପ୍‌ ଗାୟିକା ରିହାନ୍ନାଙ୍କ ଟୁଇଟର ଜବାବ ଦେଇଛନ୍ତି ଅନେକ ଭାରତୀୟ ସେଲିବ୍ରିଟି। କଂଗ୍ରେସ ନେତାମାନେ ଲତା ମଙ୍ଗେଶକର, ସଚିନ ତେନ୍ଦୁଲକର...

Advertisement
Archives

Model This Week