Posted inଜାତୀୟ

ଇଣ୍ଡିଗୋ ବିମାନରେ ଯାତ୍ରୀଙ୍କ ଉନ୍ମତ୍ତ କାଣ୍ଡ

ଅହମଦାବାଦ,୧।୧୦: ଅହମଦାବାଦରୁ ପାଟନା ଅଭିମୁଖେ ଯାତ୍ରା କରୁଥିବା ଏକ ଇଣ୍ଡିଗୋ ବିମାନରେ ଦୁର୍ବବ୍ୟହାର ଅଭିଯୋଗରେ ଶନିବାର ଜଣେ ୨୭ ବର୍ଷ ବୟସ୍କ ବ୍ୟକ୍ତିଙ୍କୁ ପାଟନାରେ ଗିରଫ କରାଯାଇଥିଲା। ଅଟକ ଥିବା ବ୍ୟକ୍ତିଙ୍କୁ ‘ବିଶେଷ ଆବଶ୍ୟକତା’ ଥିବା ବ୍ୟକ୍ତି ଭାବରେ ଚିହ୍ନଟ କରାଯାଇଛି, ଅର୍ଥାତ୍‌ ତାଙ୍କ ଯତ୍ନ ନେବା ପାଇଁ କେହି ଉପସ୍ଥିତ ରହିବା ଆବଶ୍ୟକ। ଏହି ଘଟଣା ଇଣ୍ଡିଗୋ ବିମାନ ୬ଇ ୧୨୬ରେ ଘଟିଛି।

ବିହାରର ରାଜଧାନୀ ପାଟନାରେ ଅଟକ ଥିବା ଉକ୍ତ ବ୍ୟକ୍ତିଙ୍କ ନାମ ମହମ୍ମଦ କାମାର ରିଆଜ ବୋଲି ଜଣାପଡିଛି। ଏହି ବ୍ୟକ୍ତି ଆକାଶରେ ଉଡ଼ୁଥିବା ସମୟରେ ୱାଶରୁମରେ ନିଜକୁ ବନ୍ଦ କରିଦେଇଥିଲେ। ବିମାନ ପାଟନାରେ ଅବତରଣ କରିବା ମାତ୍ରେ ଏହି ବ୍ୟକ୍ତିଙ୍କୁ ପୋଲିସକୁ ହସ୍ତାନ୍ତର କରାଯାଇଥିଲା। ପାଟନା ବିମାନବନ୍ଦରର ଏସଏଚଓ ବିନୋଦ ପିଟର କହିଛନ୍ତି ଯେ ବିମାନରେ ଉନ୍ମତ୍ତ କାଣ୍ଡ କରିବା ସହ ଦୁର୍ବବ୍ୟହାର କରିଥିବାରୁ ବିମାନ କମ୍ପାନୀ ଉକ୍ତ ବ୍ୟକ୍ତିଙ୍କ ବିରୋଧରେ ଅଭିଯୋଗ ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମେଟାଲିକ୍ସ ବିରୋଧରେ ବଢ଼ୁଛି ଜନ ଅସନ୍ତୋଷ: ଆନ୍ଦୋଳନ ଚେତାବନୀ

ଝାରସୁଗୁଡ଼ା, ୯ା୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ସଦର ବ୍ଲକ୍‌ ଅନ୍ତର୍ଗତ ମରାକୁଟାଠାରେ ଅବସ୍ଥିତ ଓଡ଼ିଶା ମେଟାଲିକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ କମ୍ପାନୀକୁ ନେଇ ବିବାଦ ଘନେଇବାରେ ଲାଗିଛି। ପୁରୁଣା କର୍ମଚାରୀଙ୍କୁ…

ପୁଷ୍ପା ଷ୍ଟାଇଲରେ ଚାଲାଣ କରୁଥିଲେ ଶାଳକାଠ, ମାଡିବସିଲା ବନ ବିଭାଗ, ତା’ପରେ…

କଲ୍ୟାଣସିଂହପୁର, ୯।୫( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକରେ ବନବିଭାଗର ବଡ଼ ଚଢ଼ାଉ। ଶିରିପୁର ନିକଟରେ ଚଢ଼ାଉ କରି ୮୦ ଖଣ୍ଡ ଶାଳ…

୨ ଦିନ ପରେ ଧାନକିଣା, ଚାଷୀଙ୍କୁ ମିଳିନି ଟୋକନ: ଖୋଲା ଆକାଶତଳେ ପଡ଼ିଛି ଧାନ

ବରଗଡ଼, ୯।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉମାତ୍ର ୨ଦିନ ପରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ୧୧ତାରିଖରୁ ଜିଲାର ବରଗଡ଼, ଅତାବିରା, ପଦ୍ମପୁର ନିୟନ୍ତ୍ରିତ…

ହାନ୍ତା ଭାଇରସ୍‌ ସଂକ୍ରମିତ କ୍ରୁଜ୍‌ ଜାହାଜରେ ୨ ଭାରତୀୟ

ଲଣ୍ଡନ/ନୂଆଦିଲ୍ଲୀ,୯ା୫: ହାନ୍ତା ଭାଇରସ୍‌ ସଂକ୍ରମିତ ହୋଇଥିବା ଡଚ୍‌ର କ୍ରୁଜ୍‌ ଜାହାଜ ଏମ୍‌ଭି ହୋଣ୍ଡିଅସ୍‌ର କ୍ରିଉ ସଦସ୍ୟଙ୍କ ମଧ୍ୟରେ ଅନୂ୍ୟନ ୨ ଜଣ ଭାରତୀୟ ଥିବା ଜଣାପଡ଼ିଛି। ଜାହାଜରେ…

ବାଲିଅନ୍ତା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ଆଉ ଏକ ହତ୍ୟା: ସାଙ୍ଗଙ୍କୁ ଲୁହା ରଡ୍‌ରେ ପିଟି ମାରିଦେଲେ…

ଭୁବନେଶ୍ୱର/ ବାଲିପାଟଣା, ୯।୫(ତ୍ରିନାଥ ମହାନ୍ତି/ ଅଭିମନ୍ୟୁ ନାୟକ): ବାଲିଅନ୍ତା ଥାନା ଅଧୀନ ରାମଚନ୍ଦ୍ରପୁର ପୋଲ ନିକଟରେ ଘଟିଥିବା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ବାଲିପାଟଣା ଥାନା ବେଙ୍ଗବତୀ…

ପିଏମ୍‌ଏଓ୍ବାଇ-ୟୁ ୨.୦ ଗୃହ ନିର୍ମାଣରେ ଓଡ଼ିଶା ଦେଶରେ ଅଗ୍ରଣୀ

ଭୁବନେଶ୍ୱର, ୯ା୫(ବନ୍ଦନା ସେଠୀ): ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ (ପିଏମ୍‌ଏଓ୍ବାଇ-ୟୁ ୨.୦)’ ଅଧୀନରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ ଭାବେ ଉଭା…

ବୋଦାବଳି ପାଇଁ ରାସ୍ତାରୁ ହଟୁନିି ଗଛ

ପାଟଣା,୯ା୫(ବୀର କିଶୋର ଦାଶ): ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପୂର୍ତ୍ତ ବିଭାଗ ତୁରୁମୁଙ୍ଗା ଚମ୍ପୁଆ କାଞ୍ଜିଆଶୁଳା ମୁଖ୍ୟରାସ୍ତାର ନେଉଳିପଶି ନିକଟରେ ଶୁକ୍ରବାର ସକାଳେ ଏକ ବିରାଟକାୟ ଠାକୁରାଣୀ…

ବିଜୟଙ୍କୁ ମନା, ଶୁଭେନ୍ଦୁ ନୂଆ ମୁଖ୍ୟମନ୍ତ୍ରୀ

ତାମିଲନାଡୁରେ ସରକାର ଗଠନ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରୁ ନାହିଁ। ଟିଭିକେ ମୁଖ୍ୟ ବିଜୟ ରାଜ୍ୟପାଳଙ୍କ ନିକଟରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ ଦେଇପାରି ନ ଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri