୧୦୦୦ କୋଟିର ରିଫଣ୍ଡ ଦେଇଛି ଇଣ୍ଡିଗୋ

ନୂଆଦିଲ୍ଲୀ: କୋଭିଡ୍‌ ଯୋଗୁ ଲୋକମାନେ ବିମାନ ଯାତ୍ରା କରିବାକୁ ସକ୍ଷମ ହୋଇ ନ ଥିଲେ। ପୂର୍ବରୁ ବୁକିଂ ହୋଇଥିବା ଟିକେଟର ରିଫଣ୍ଡ ବିମାନ କମ୍ପାନୀଗୁଡିକୁ ତୁରନ୍ତ ଦେଇ ନ ପାରିବା ଯୋଗୁ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ସର୍ବୋଚ୍ଚ ଅଦାଲତ ଏଥିରେ ହସ୍ତକ୍ଷେପ କରିବା ସହ ରିଫଣ୍ଡ ଜାରି କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏହା ପରେ ଦେଶର ପ୍ରମୁଖ ବିମାନ ସେବା ଯୋଗାଣକାରୀ କମ୍ପାନୀ ଇଣ୍ଡିଗୋ ଏହାର ଯାତ୍ରୀଙ୍କୁ ୧ ହଜାର କୋଟି ଟଙ୍କାର ରିଫଣ୍ଡ ଜାରି କରିଛି। ଏହା କମ୍ପାନୀର ମୋଟ ରିଫଣ୍ଡର ପ୍ରାୟ ୯୦% ବୋଲି ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରଣଜୟ ଦତ୍ତ କହିଛନ୍ତି। ସେ କହିଛନ୍ତି, ଅକସ୍ମାତ କୋଭିଡ୍‌ ସମସ୍ୟା ସୃଷ୍ଟି କରିବାକୁ ବିମାନ ଶିଳ୍ପକୁ ଅନେକ ସମସ୍ୟା ସାମ୍ନା କରିବାକୁ ପଡିଛି। କମ୍ପାନୀଗୁଡିକ ଆର୍ଥତ୍କ ସଙ୍କଟ ଦେଇ ଗତି କରୁଛନ୍ତି। ଅର୍ଥ ଆସିବା ବନ୍ଦ ହୋଇଯିବା ଫଳରେ ରିଫଣ୍ଡ ଦେବାରେ ସମସ୍ୟା ଉପୁଜିଥିଲା। ହେଲେ ଗ୍ରାହକଙ୍କ ସୁବିଧାକୁ ଧ୍ୟାନରେ ରଖି ବର୍ତ୍ତମାନ ବିଭିନ୍ନ ସୁବିଧା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୧ରୁ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର,୩୦-୧: ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ(ୟୁଏଫ୍‌ବିୟୁ) ପକ୍ଷରୁ ଚଳିତ ମାସ ୩୧ (ଶୁକ୍ରବାର) ଏବଂ ୧ ଫେବୃୟାରୀ( ଶନିବାର) ୨ ଦିନିଆ ଦେଶ ବ୍ୟାପି...

ଅଭିବୃଦ୍ଧି ଆକଳନ କମାଇଲା ଫିଚ୍‌

ନୂଆଦିଲ୍ଲୀ, ୮।୭: ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଅଭିବୃଦ୍ଧି ଆକଳନକୁ ଫିଚ୍‌ ରେଟିଂ ପକ୍ଷରୁ ୧୦%କୁ ହ୍ରାସ କରାଯାଇଛି। ଭାରତ ବଜାର ୧୨.୮% ଅଭିବୃଦ୍ଧି...

ଟିଏସ୍‌ଏମ୍‌ଏଲ୍‌ ପକ୍ଷରୁ ମଲ୍‌ଟି ମୋଡାଲ୍‌ ପରିବହନ

ଭୁବନେଶ୍ୱର,୧୧।୪: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ (ଟିଏସ୍‌ଏମ୍‌ଏଲ୍‌) ପକ୍ଷରୁ ସୋମବାର ଫେରୋ ଆଲଏଜ୍‌ର ପ୍ରଥମ ମଲ୍‌ଟି ମୋଡାଲ୍‌ ପରିବହନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ...

ଜି-୨୦ ସଜବାଜ: ୭ରୁ ୧୧ ସେପ୍ଟେମ୍ବର ପାଇଁ ଏୟାର ଇଣ୍ଡିଆ ଘୋଷଣା କଲା ସ୍ବତନ୍ତ୍ର ସୁବିଧା

ନୂଆଦିଲ୍ଲୀ,୫।୯: ଜି-୨୦କୁ ଦୃଷ୍ଟିରେ ରଖି ରାଜଧାନୀ ନୂଆଦିଲ୍ଲୀରେ ସଜବାଜ ଆରମ୍ଭ ହୋଇ ଯାଇଛି। ଜି-୨୦ ବୈଠକ ଯୋଗୁ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କ ପାଇଁ ଏକ ସ୍ବତନ୍ତ୍ର...

ନୂଆ ବ୍ୟାଙ୍କିଙ୍ଗ୍‌ ପ୍ରସ୍ତାବକୁ ରାହୁଲ ଗାନ୍ଧୀଙ୍କ ସମାଲୋଚନା

ନୂଆଦିଲ୍ଲୀ: କର୍ପୋରେଟ ହାଉସ୍‌ଗୁଡିକ ଦେଶ ମଧ୍ୟରେ ବ୍ୟାଙ୍କ ସ୍ଥାପନା ଲାଗି ରିଜର୍ଭ ବ୍ୟାଙ୍କର ଏକ ଆନ୍ତଃ କାର୍ଯ୍ୟକାରୀ କମିଟି ନିକଟରେ ପ୍ରସ୍ତାବ ଦେଇଛି। ଏଭଳି ପ୍ରସ୍ତାବକୁ...

ପୁଣି ଫେରିପାରେ ଟିକ୍‌ଟକ୍‌

ନୂଆଦିଲ୍ଲୀ,୧୩।୭: ଚାଇନା ସେନା ଆକ୍ରମଣ ଫଳରେ ଭାରତ ସରକାର ଟିକ୍‌ଟକ୍‌ ସହ ଚାଇନାର ୫୯ ଆପ୍ଲିକେଶନକୁ ଭାରତ ବଜାରରୁ ବ୍ୟାନ୍‌ କରି ଦେଇଛନ୍ତି। ଏହା ଦ୍ୱାରା...

କର୍ମଚାରୀ କମ୍ପାନୀର ବଡ଼ ସମ୍ପତ୍ତି

ଭୁବନେଶ୍ୱର,୧୯।୫: ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତଜାର୍ତୀୟ ପରିବାର ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ଓ ଛତିଶଗଡ଼ ୟୁନିଟ୍‌ରେ କାର୍ଯ୍ୟରତ କର୍ମଚାରୀଙ୍କ ପରିବାର...

ଚଳିତ ବର୍ଷ ୩ ଟ୍ରିଲିୟନ ଡଲାର ଛୁଇଁବ ଅର୍ଥନୀତି

ନୂଆଦିଲ୍ଲୀ,୬-୭: ଚଳିତ ଆର୍ଥତ୍କ ବର୍ଷରେ ଦେଶର ଅର୍ଥନୀତି ୩ ଟ୍ରିଲିୟନ ଡଲାର ଛୁଇଁବ। ଆଗାମୀ ଦିନରେ ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାର ବିଶିଷ୍ଟ...

Advertisement
Archives

Model This Week