Posted inଜାତୀୟ

ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି

ନୂଆଦିଲ୍ଲୀ,୨୩।୬: ଦେଶରେ ଦୃତ ଗତିରେ ଟିକାକରଣ ପ୍ରକିୟା ଚାଲିଛି। ଏଭଳି ସ୍ଥିତିରେ ଟିକାକରଣକୁ ଆହୁରି ପ୍ରୋତ୍ସାହିତ କରିବା ଲାଗି ଇଣ୍ଡିଗୋ ବିମାନ କମ୍ପାନୀ ପକ୍ଷରୁ ବଡ ଘୋଷଣା କରାଯାଇଛି। ଟିକା ନେଇଥିବା ଯାତ୍ରୀଙ୍କୁ ଭଡାରେ ରିହାତି ମିଳିବ। ବୁଧବାର ଇଣ୍ଡିଗୋ ପକ୍ଷରୁ ଜାରି କରାଯାଇଥିବା ବିବୃତ୍ତିରେ ଏହା କୁହାଯାଇଛି।

ଗୋଟିଏ କିମ୍ବା ୨ଟି ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଟିକେଟ କାଟିବା ବେଳେ ରିହାତି(ଡିସକାଉଣ୍ଟ) ମିଳିବ। ମୋଟ ଭଡା ଉପରେ ୧୦ ପ୍ରତିଶତ ରିହାତି ଦିଆଯିବ। ଏଭଳି ଅଫର ଦେବାରେ ଇଣ୍ଡିଗୋ ଭାରତର ପ୍ରଥମ କମ୍ପାନ


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଅନୁରୋଧ କଲେ କେଜ୍‌ରିଓ୍ବାଲ: ସେନା ହାତକୁ ଦିଆଯାଉ ସବୁ ଅକ୍ସିଜେନ୍‌ ପ୍ଲାଣ୍ଟ

ନୂଆଦିଲ୍ଲୀ,୨୩।୪: କରୋନା ମହାମାରୀ ସାରା ଦେଶରେ ଆତଙ୍କ ସୃଷ୍ଟି କରିଛି। ଦିଲ୍ଲୀ ସମେତ ଅନେକ ରାଜ୍ୟର ଡାକ୍ତରଖାନାରେ ଆଜିକାଲି ଅମ୍ଳଜାନ ଅଭାବ ଦେଖାଯାଇଛି। ଏହାକୁ ଦୃଷ୍ଟିରେ...

୨୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଭାଙ୍ଗିଲା ଗୁଗଲର ରେକର୍ଡ, ପୃଥିବୀ ସାରା ଲୋକେ ସର୍ଚ୍ଚ କଲେ ଫିଫା ବିଶ୍ୱକପ…

ନୂଆଦିଲ୍ଲୀ,୧୯।୧୨ : ଛୋଟ ଏବଂ ବଡ ସୂଚନା ପାଇବା ପାଇଁ ପୃଥିବୀର ଲକ୍ଷ ଲକ୍ଷ ଲୋକ ଗୁଗଲ ସର୍ଚ୍ଚ କରନ୍ତି। ଅବଶ୍ୟ, ପ୍ରତିବର୍ଷ କମ୍ପାନୀ ଏହାର...

ଜମ୍‌ଶେଦ୍‌ପୁର ଲୋକ ସଭା ଆସନ: ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦ ମାଓବାଦୀ ଗଡ଼ରେ

ଜମ୍‌ଶେଦ୍‌ପୁର,୨୦।୪: ଝାଡ଼ଖଣ୍ଡ ଜମ୍‌ଶେଦ୍‌ପୁର ଲୋକ ସଭା ଆସନରେ ୬ଷ୍ଠ ପର୍ଯ୍ୟାୟରେ ମେ ୧୨ରେ ମତଦାନ କରାଯିବ। ଏଠାରେ ଥିବା ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦...

ଡାଇଭୋର୍ସ ମାଗିବାରୁ ହାଣିଦେଲେ

ମୁମ୍ବାଇ,୨୨।୧୨: ଘରୋଇ କଳହକୁ କେନ୍ଦ୍ର କରି ୩୪ ବର୍ଷୀୟା ମହିଳାଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ତାଙ୍କ ସ୍ବାମୀ। ଘଟଣାଟି ଘଟିଛି ମୁମ୍ବାଇ...

ଟିକାର ଭିନ୍ନଭିନ୍ନ ଦାମ ନେଇ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ: କେନ୍ଦ୍ର ସରକାରଙ୍କୁ ମାଗିଲେ ଜବାବ୍‌ …

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟିକାର ଭିନ୍ନଭିନ୍ନ ଦାମ୍‌ ନେଇ ରାଜସ୍ଥାନ ଏବଂ...

ସମୟ ଥିଲା ଭାଜପାରେ ଥିଲେ ମମତା, ବାଜପେୟୀଙ୍କ ଏହି ଜିଦ୍‌ ଆଗରେ ହାର୍‌ ମାନି ହୋଇଥିଲେ ମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗତ ୧୦ ବର୍ଷ ଧରି ପଶ୍ଚିମବଙ୍ଗରେ କ୍ଷମତାରେ ଅଛନ୍ତି। ୨୦୧୧ରେ ବାମପନ୍ଥୀ ଦଳକୁ କ୍ଷମତାରୁ ହଟାଇ ମମତା ବାନାର୍ଜୀ ଦୁଇଥର ରାଜ୍ୟର...

ଟେକ୍ସାସ ଗୁଳିକାଣ୍ଡରେ ନିହତ ଐଶ୍ୱର୍ଯ୍ୟାଙ୍କ ମୃତ ଦେହ ସ୍ବଦେଶ ପଠାଇବାକୁ ତତ୍ପର ଭାରତୀୟ ଦୂତାବାସ, ପରିବାର ସହ ହେଲା ସିଧା ସମ୍ପର୍କ

ଓ୍ବାଶିଂଟନ/ନୂଆଦିଲ୍ଲୀ,୯।୫: ଟେକ୍ସାସ ରାଜ୍ୟର ଡେଲାସରେ ଶନିବାର ଏକ ମଲରେ ହୋଇଥିବା ଗୁଳିକାଣ୍ଡରେ ଜଣେ ଭାରତୀୟ ମହିଳା ଇଞ୍ଜିନିୟରଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ହୋଇଥିଲା। ସେଠାରେ...

ମୋଦି ସରକାରଙ୍କୁ ଝଟ୍‌କା: ଜମ୍ମୁ-କଶ୍ମୀରରେ ଲଗାଯାଇଥିବା ପ୍ରତିବନ୍ଧକ ଉପରେ ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୧: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ସମୟରେ ସେଠାରେ ଲଗାଯାଇଥିବା ପ୍ରତିବନ୍ଧକ ବିରୋଧରେ କରାଯାଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି। ସେଠାରେ ଦୀର୍ଘ...

Advertisement
Archives

Model This Week