ଇନ୍ଦିରା ଗାନ୍ଧୀଙ୍କ ହତ୍ୟାକୁ ନେଇ ଉତ୍ସବ ପାଳିଲେ ଖଲିସ୍ତାନୀ

ଓଣ୍ଟାରିଓ,୮।୬: କାନାଡାରେ ଖାଲିସ୍ତାନୀଙ୍କ ଆଉ ଏକ ଲଜ୍ଜାଜନକ କାର୍ଯ୍ୟ ସାମ୍ନାକୁ ଆସିଛି। ବାସ୍ତବରେ କାନାଡାର ବ୍ରମ୍ପଟନ ଅଞ୍ଚଳରେ ଏକ ପ୍ରଜ୍ଞାପନ ମେଢ ବାହାରିଥିଲା। ଇନ୍ଦିରା ଗାନ୍ଧୀଙ୍କ ହତ୍ୟା ଘଟଣାକୁ ଏଥିରେ ସାମିଲ କରାଯାଇଥିଲା। ପ୍ରଜ୍ଞାପନ ମେଢରେ ଇନ୍ଦିରା ଗାନ୍ଧୀଙ୍କ ହତ୍ୟାକୁ ଏହାକୁ ପ୍ରତିଶୋଧ ବୋଲି ବର୍ଣ୍ଣନା କରାଯାଇଥିଲା। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭାରତୀୟ ୟୁଜର୍ସ ଏହାକୁ ତୀବ୍ର ସମାଲୋଚନା କରୁଛନ୍ତି। କଂଗ୍ରେସ ମଧ୍ୟ ଏହାକୁ ସମାଲୋଚନା କରିଛି।

ଇନ୍ଦିରା ଗାନ୍ଧୀଙ୍କ ହତ୍ୟାକୁ କାନାଡାର ପ୍ରଜ୍ଞାପନ ମେଢରେ ଅନ୍ତର୍ଭୁକ୍ତ କରିବା ଉପରେ କଂଗ୍ରେସ ତୀବ୍ର ପ୍ରତିକ୍ରିୟା ରଖିଛି। ଭାରତୀୟ ବର୍ହିବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଏହି ପ୍ରସଙ୍ଗକୁ କାନାଡା ସରକାରଙ୍କ ସହିତ ଦୃଢ ଭାବେ ଗ୍ରହଣ କରିବାକୁ କଂଗ୍ରେସ ଦାବି କରିଛି। ବର୍ହିବ୍ୟାପାରମନ୍ତ୍ରୀ ଏସ ଜୟଶଙ୍କର ମଧ୍ୟ କାନାଡା ସରକାରଙ୍କୁ ସମାଲୋଚନା କରି କହିଛନ୍ତି ଯେ ସେଠାରେ ବିଚ୍ଛିନ୍ନତାବାଦୀ, ମୌଳବାଦୀଙ୍କୁ ସୁରକ୍ଷା ଦିଆଯାଉଛି। କଂଗ୍ରେସ ନେତା ମିଲିନ୍ଦ ଦେଓରା ଟୁଇଟ କରି କହିଛନ୍ତି ଯେ ଏହା କୌଣସି ପକ୍ଷ ରଖିବା କଥା ନୁହେଁ ବରଂ ଏହା ଦେଶର ଇତିହାସକୁ ସମ୍ମାନ ଦେବା ଏବଂ ପ୍ରଧାନମନ୍ତ୍ରୀଙ୍କ ହତ୍ୟା ଯୋଗୁ ହୋଇଥିବା ଯନ୍ତ୍ରଣାର କଥା। ଦେଓରାଙ୍କ ଟୁଇଟକୁ ରିଟୁଇଟ କରି କଂଗ୍ରେସ ନେତା ଜୟରାମ ରମେଶ ମଧ୍ୟ ବର୍ହିବ୍ୟାପାର ମନ୍ତ୍ରୀଙ୍କୁ କାନାଡା ସରକାରଙ୍କ ସହ ଦୃଢ ଭାବରେ ଆଲୋଚନା କରିବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri