ଟ୍ରୁଡୋଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ଭାରତୀୟ-କାନାଡିୟ ବ୍ୟବସାୟୀ, ଭାରତ ବିରୋଧରେ ଅଭିଯୋଗକୁ କହିଲେ ଦାୟିତ୍ୱହୀନ

ଓଟାଓ୍ବା,୨୮।୯: କାନାଡାରେ ରହୁଥିବା ଭାରତୀୟ ପ୍ରବାସୀମାନେ ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟା ମାମଲାରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଦ୍ୱାରା ଭାରତ ବିରୋଧରେ ଆସିଥିବା ଅଭିଯୋଗକୁ ନିନ୍ଦା କରିଛନ୍ତି। ଏହାକୁ ଦାୟିତ୍ୱହୀନ ବୋଲି କହିଛନ୍ତି ।

ଖାଲିସ୍ତାନୀ ଆତଙ୍କବାଦୀ ହତ୍ୟାଙ୍କ ପରେ ଭାରତ ଏବଂ କାନାଡା ମଧ୍ୟରେ ବିବାଦ ବଢିବାରେ ଲାଗିଛି। ଭାରତୀୟ-କାନାଡିୟ ବ୍ୟବସାୟୀ ରବି ଶ୍ମା କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବୟାନକୁ ଦାୟିତ୍ୱହୀନ ବୋଲି କହିଛନ୍ତି। ସେ କହିଛନ୍ତି, କାନାଡା ସଂସଦରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଦ୍ୱାରା କରାଯାଇଥିବା ଘୋଷଣା କିଛି ଏପରି ଥିଲା ଯାହାକୁ ସହଜରେ ଅଣଦେଖା କରାଯାଇପାରିଥାନ୍ତା।

ଖାଲିସ୍ତାନୀ ଆତଙ୍କବାଦୀଙ୍କ ହତ୍ୟା ମାମଲାରେ ଭାରତ ଉପରେ ଦିଆଯାଇଥିବା ଅଭିଯୋଗର ଜବାବରେ ସେ କହିଛନ୍ତି, ଯେତେବେଳେ ଏହି ଘୋଷଣା କରାଯାଇଥିଲା, ସେତେବେଳେ କାନାଡାରେ ବାସ କରୁଥିବା ହିନ୍ଦୁ ସମ୍ପ୍ରଦାୟ ସଚେତନ ଥିଲେ। ଏହି ଘୋଷଣା ଏକ ତୁରନ୍ତ ପ୍ରଭାବ ସୃଷ୍ଟି କରିଛି, ଯାହା ଫଳରେ ଲୋକମାନେ ଅନୁଭବ କରୁଛନ୍ତି ଯେ ସେମାନେ ଅସୁବିଧାରେ ଅଛନ୍ତି। ଘୋଷଣାରୁ ଜଣାପଡୁଥିଲା ଯେ ଭାରତ ସରକାର ନିଜାରଙ୍କୁ ହତ୍ୟା କରିଛନ୍ତି, ଯାହା ସତ୍ୟ ନୁହେଁ। ସତ୍ୟ ଅନ୍ୟ କିଛି। ହିନ୍ଦୁ ଏବଂ ଶିଖମାନେ କାନାଡାରେ ଶାନ୍ତିପୂର୍ଣ୍ଣ ଭାବରେ ବାସ କରନ୍ତି ଏବଂ ପ୍ରଧାନମନ୍ତ୍ରୀ ଟ୍ରୁଡୋଙ୍କ ବୟାନରେ ଯାହା କୁହାଯାଇଥିଲା ତାହା ଅତ୍ୟନ୍ତ ଦାୟିତ୍ୱହୀନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri