Posted inଜାତୀୟ

ଛିଣ୍ଡୁନି ଭାରତ-ଚାଇନା ସୀମା ବିବାଦ: ଚତୁର୍ଥ କମାଣ୍ଡରସ୍ତରୀୟ ବୈଠକ ଶେଷ

ନୂଆଦିଲ୍ଲୀ, ୧୫।୭: ଗଲଓ୍ବାନ ଘାଟିର ହିଂସ୍ରକ ସଂଘର୍ଷ ପରେ ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମସ୍ୟାର ସମାଧାନ ଲାଗି ଉଦ୍ୟମ ଜାରି ରହିଛି। ଏହା ଅନ୍ତର୍ଗତ ଚତୁର୍ଥ କମାଣ୍ଡର ସ୍ତରୀୟ ବୈଠକ ପୂର୍ବ ଲଦାଖର ତୁସୁଲଠାରେ ଅନୁଷ୍ଠିତ ହୋଇଯାଇଛି। ୧୪ ଘଣ୍ଟା ଧରି ଜାରି ରହିଥିବା ଏହି ବୈଠକରେ ବିବାଦୀୟ ଅଞ୍ଚଳରୁ ଦ୍ୱିତୀୟ ପ୍ରର୍ଯ୍ୟାୟ ଚାଇନା ସୈନ୍ୟ ହଟାଇବା ନେଇ ଆଲୋଚନା ହୋଇଥିଲା। ବୈଠକ ମଙ୍ଗଳବାର ପୂର୍ବାହ୍ନ ୧୧ଟା ୩୦ରୁ ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ ଜାରି ରହିଥିଲା। ପୂର୍ବ ଲଦାଖ ଅଞ୍ଚଳରୁ ଚାଇନା ସୈନ୍ୟ ହଟାଇନେବା ଲାଗି ବୈଠକରେ ଭାରତ ପକ୍ଷରୁ କୁହାଯାଇଥିଲା। ଆଲୋଚନା ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୧୫ ନାମାଙ୍କନ ଦାଖଲ, ଯାଞ୍ଚ୍‌ ପୂର୍ବରୁ ୨୮ ଖାରଜ…

ନୂଆଦିଲ୍ଲୀ, ୩୦।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ବୁଧବାର ଶେଷ ହୋଇଛି। ଜୁନ ୨୯ ତାରିଖ ପର୍ଯ୍ୟନ୍ତ ମୋଟ...

ଏକ ଘରୋଇ ସ୍କୁଲ୍‌କୁ ବୋମା ଧମକ

ନୂଆଦିଲ୍ଲୀ,୨୮।୧୧: ରାଜଧାନୀ ଦିଲ୍ଲୀରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଦିଲ୍ଲୀର ଏକ ସ୍କୁଲକୁ ବୋମାରେ ଉଡାଇଦେବାକୁ ଧମକ ମିଳିଛି। ଆଉ ଏ ଧମକ ସ୍କୁଲର...

ଜୟା ଜେଟ୍‌ଲୀଙ୍କୁ ୪ ବର୍ଷ ଜେଲ

ନୂଆଦିଲ୍ଲୀ, ୩୧ା୭(ପି.ଟି.):ପ୍ରତିରକ୍ଷା ଦୁର୍ନୀତି ମାମଲାରେ ଦୋଷୀସାବ୍ୟସ୍ତ ସମତା ପାର୍ଟିର ପୂର୍ବତନ ଅଧ୍ୟକ୍ଷା ଜୟା ଜେଟ୍‌ଲୀ ଓ ଅନ୍ୟ ଦୁଇଜଣଙ୍କୁ ଦିଲ୍ଲୀର ଏକ ଅଦାଲତ ଗୁରୁବାର ୪...

ନାମାଙ୍କନପତ୍ର ଦାଖଲ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ ,୨୨।୧: ଦୀର୍ଘ ୬ ଘଣ୍ଟାକାଳ ଅପେକ୍ଷା କରିବା ପରେ ଏଏପି ନେତା ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନୂଆଦିଲ୍ଲୀ ଆସନ ଲାଗି ମଙ୍ଗଳବାର...

ଟାଇମ୍ସ୍‌ ମାଗାଜିନ୍‌ ପ୍ରଭାବଶାଳୀ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ମୁକେଶ ଅମ୍ବାନୀ; ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ବି ସାମିଲ୍‌

ନୂଆଦିଲ୍ଲୀ,୧୮।୪: ଟାଇମ୍ସ୍‌ ମାଗାଜିନ୍‌ ପକ୍ଷରୁ ଶହେ ଜଣ ପ୍ରଭାବଶାଳୀ ବ୍ୟକ୍ତିତ୍ୱଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ନାମ ରହିଛି। ଏଥିରେ...

ଗାନ୍ଧୀଙ୍କ ମୂର୍ତ୍ତି ସମ୍ମୁଖରେ ଭୋ ଭୋ କାନ୍ଦିଲେ ସମାଜବାଦୀ ପାର୍ଟି ନେତା: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୩।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ସମାଜବାଦୀ ପାର୍ଟି ନେତା ଫିରୋଜ ଖାଁ ଭୋ ଭୋ ହୋଇ କାନ୍ଦିଛନ୍ତି। ଭାଜପା ଦେଶରେ ନାଟକ କରୁଛି ବୋଲି...

ତାମିଲ ଫିଲ୍ମ ଅଭିନେତା ବାଲା ସିଂଙ୍କ ପରଲୋକ

ଚେନ୍ନାଇ,୨୭।୧୧: ତାମିଲ ଫିଲ୍ମ ଅଭିନେତା ବାଲା ସିଂ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୬୭ ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେବ ଜ୍ୱରରେ...

ବରିଷ୍ଠ ଓକିଲ ପ୍ରଶାନ୍ତଭୂଷଣ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ,୧୪।୮: ମାନ୍ୟବର ସୁପ୍ରିମକୋର୍ଟଙ୍କ ଉପରେ ଦୁଇଟି ଅପମାନସୂଚକ ଟୁଇଟ୍‌ କରି ଫସିଯାଇଛନ୍ତି ବରିଷ୍ଠ ଓକିଲ ପ୍ରଶାନ୍ତଭୂଷଣ। ଏହି ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସୁପ୍ରିମକୋର୍ଟ...

Advertisement
Archives

Model This Week