Posted inଜାତୀୟ

ଭାରତ-ଚାଇନା କମାଣ୍ଡରସ୍ତରୀୟ ବୈଠକ ମାର୍ଚ୍ଚ ୧୧ରେ…

ଲଦାଖ,୧୦।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ୧୫ ତମ ରାଉଣ୍ଡ ସାମରିକ କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏପର୍ଯ୍ୟନ୍ତ ଦୁଇ ଦେଶ ମଧ୍ୟରେ ୧୪ ରାଉଣ୍ଡ ଆଲୋଚନା ପରେ ପାଙ୍ଗାଙ୍ଗ ତ୍ସୋ, ଗଲୱାନ ଏବଂ ପୂର୍ବ ଲଦାଖର ଗୋଗରା ହଟ୍‌ ସ୍ପ୍ରିଙ୍ଗ୍‌ ଅଞ୍ଚଳର ଉତ୍ତର ଏବଂ ଦକ୍ଷିଣ କୂଳରୁ ସେନାକୁ ପ୍ରତ୍ୟାହାର କରି ଉତ୍ତେଜନା ଶେଷ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଲଦାଖର ଅନ୍ୟ ଅଞ୍ଚଳରେ ଜାରି ରହିଥିବା ଉତ୍ତେଜନାକୁ ଶେଷ କରିବାକୁ ଉଭୟ ପକ୍ଷ ମଧ୍ୟ ଚେଷ୍ଟା କରିବେ ବୋଲି ନିଷ୍ପତ୍ତି ହୋଇଛି। ମାର୍ଚ୍ଚ ୧୧ ବୈଠକ ପାଇଁ ଭାରତ ଏବଂ ଚାଇନା ଏକାଠି ନିଷ୍ପତ୍ତି ନେଇଛନ୍ତି। ଏହି ବୈଠକ ଭାରତୀୟ ପାର୍ଶ୍ୱରେ ଥିବା ଚୁସୁଲ ମାଲଡୋରେ ଅନୁଷ୍ଠିତ ହେବ। ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

ଅଶୋଧିତ ତୈଳ ମୂଲ୍ୟ ହ୍ରାସ:ଆମେରିକା-ଇରାନ ଚୁକ୍ତି ପରେ ପ୍ରଥମ ଜାହାଜ ଭାବେ ହର୍ମୁଜ ଛାଡ଼ିଲା ‘ଦିଶା’

ଓ୍ବାଶିଂଟନ,୧୫।୬: ପାକିସ୍ତାନ ଏବଂ କତାର ମଧ୍ୟସ୍ଥତା ମାଧ୍ୟମରେ ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ବିବାଦ ଯୋଗୁ ମାସ ମାସ ଧରି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri