ଇଣ୍ଡୋସେନିଆ କୋଇଲା ଖଣିରେ ବିସ୍ଫୋରଣ: ୯ ମୃତ

ଜାକର୍ତ୍ତା,୧୦ା୧୨: ଇଣ୍ଡୋନେସିଆର ପଶ୍ଚିମ ସୁମାତ୍ରା ପ୍ରଦେଶରେ ଥିବା ଏକ କୋଇଲା ଖଣିରେ ଶୁକ୍ରବାର ବିସ୍ଫୋରଣ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଜଣେ ନିଖୋଜ ଅଛନ୍ତି। ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ଏକ ଘରୋଇ କମ୍ପାନୀର ଏହି ଖଣିରେ ମିଥେନ୍‌ ଆଦି ବିଷାକ୍ତ ଗ୍ୟାସ୍‌ ଯୋଗୁ ବିସ୍ଫୋରଣ ଘଟିଥିବା କୁହାଯାଉଛି। ଏହି ସମୟରେ ଖଣିରେ ୧୨ ଜଣ ଶ୍ରମିକ କାମ କରୁଥିଲେ। ଉଦ୍ଧାରକାରୀ ଟିମ୍‌ ବହୁ କଷ୍ଟରେ ୨ ଜଣଙ୍କୁ ଜୀବନ୍ତ ଅବସ୍ଥାରେ ଖଣିରୁ ବାହାର କରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ଗୋଟିଏ ପିଅନ ପଦବୀ ପାଇଁ ଲକ୍ଷ ଲକ୍ଷ ଆବେଦନ

ଇସ୍‌ଲାମାବାଦ, ୨୮।୯: ପାକିସ୍ତାନର ଏକ ହାଇକୋର୍ଟରେ ଗୋଟିଏ ପିଅନ ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା। ଏଥିପାଇଁ ଏମ୍‌ଫିଲ୍‌ ଡିଗ୍ରୀଧାରୀଙ୍କ ସମେତ ୧୫ ଲକ୍ଷ ଆଶାୟୀ...

ସିନୋଫାର୍ମ କରୋନା ଟିକାକୁ ଚାଇନାରେ ମଞ୍ଜୁରୀ

ବେଜିଂ,୩୧।୧୨: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଚାଇନାରେ ସିନୋଫାର୍ମ ଦ୍ୱାରା ପ୍ରସ୍ତୁତ କରୋନା ପ୍ରତିଷେଧକ ଟିକାକୁ ଗୁରୁବାର ମଞ୍ଜୁରୀ ମିଳିଛି। ଏବେ ଏହାକୁ ଜରୁରୀକାଳୀନ...

ମକ୍କାରେ ଏଲିଜାବେଥ୍‌ଙ୍କ ପାଇଁ ପ୍ରାର୍ଥନା କରି ଗିରଫ

ରିୟାଧ: ବିଶ୍ୱ ପ୍ରସିଦ୍ଧ ସାଉଦି ଆରବର ମକ୍କା ମସ୍‌ଜିଦ୍‌ରେ ପ୍ରାର୍ଥନା କରିବା ଲାଗି ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ମୁସଲମାନ ସମ୍ପ୍ରଦାୟର ପବିତ୍ର ସ୍ଥାନ କୁହାଯାଉଥିବା...

ଜାତିସଂଘରେ ତେଜିଲା ଭାରତର ସ୍ବର: ସୁରକ୍ଷା ପରିଷଦ ସଂଶୋଧନ କରିବାକୁ ଦାବି

ଜେନେଭା, ୧।୯: ଜାତିସଂଘରେ ଭାରତ ସ୍ବର ଅଧିକ ଶାଣିତ ହେବାରେ ଲାଗିଛି। ସୁରକ୍ଷା ପରିଷଦ ସଂଶୋଧନ କରିବା ନେଇ ଭାରତ ଜାତିସଂଘ ଜେନେରାଲ ଆସେମ୍ବ୍ଲି ଅଧ୍ୟକ୍ଷଙ୍କୁ...

ମହାକାଶରେ ପାଦ ଥାପିଲେ ଚାଇନାର ଏହି ମହିଳା

ବେଜିଂ,୮ା୧୧: ସୋମବାର ଚାଇନାର ମହିଳା ମହାକାଶଚାରୀ ଓ୍ବାଙ୍ଗ୍‌ ୟାପିଙ୍ଗ ଇତିହାସ ଚରିଛନ୍ତି। ଓ୍ବାଙ୍ଗ୍‌୍‌ ତାଙ୍କ ପୁରୁଷ ସହକର୍ମୀ ଝାଇ ଜିଗାଙ୍ଗଙ୍କ ସହିତ ନିର୍ମାଣାଧୀନ ସ୍ପେସ ଷ୍ଟେଶନ...

ପୁଣିଥରେ ରାଷ୍ଟ୍ରପତି ନିର୍ବାଚିତ ହେଲେ ଇମାନୁଏଲ

ପ୍ୟାରିସ,୨୫ ।୪: ଲଗାତାର ଦ୍ୱିତୀୟ ଥର ଲାଗି ଇମାନୁଏଲ ମାକ୍ରୋନ ଫ୍ରାନ୍ସର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ରାଷ୍ଟ୍ରପତି ନିର୍ବାଚନର ଶେଷ ମତଦାନରେ ସେ...

ଭୟଙ୍କର ଦୁର୍ଘଟଣା: ଟ୍ରେନ୍‌-କାର୍‌ ଧକ୍କା, ୫ ଜଣଙ୍କ ଜୀବନ ଗଲା

ହଙ୍ଗେରୀ,୫ା୯: ସୋମବାର ହଙ୍ଗେରୀର ଦକ୍ଷିଣ ଭାଗରେ ଥିବା ଏକ ରେଳ କ୍ରସିଂରେ ଟ୍ରେନ୍‌ ଏବଂ କାର୍‌ ମଧ୍ୟରେ ଧକ୍କା ହେବାରୁ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ...

ବିପଦ ଆସୁଛି ମାଡ଼ି, ବୁଡ଼ିଯିବ ଉପକୂଳ ସହର…

ବେଜିଂ,୬।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ବିଶ୍ୱତାପନ ବୃଦ୍ଧି ପାଇବାରେ ଲାଗିଛି। ଏହାଯୋଗୁ ମେରୁ ଅଞ୍ଚଳରେ ବରଫ ପାହାଡ଼ ତରଳିବାରେ ଲାଗିଛି। ଏହାର ପ୍ରଭାବରେ ସମୁଦ୍ର ଜଳସ୍ତର...

Advertisement
Archives

Model This Week