ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା: ସୁନାମୀ ଚେତାବନୀ ଜାରି

ଜାକର୍ତ୍ତା,୧୪।୧୨: ପୂର୍ବ ଇଣ୍ଡୋନେସିଆରେ ମଙ୍ଗଳବାର ଭୂକମ୍ପ ଝଟ୍‌କା ଲାଗିଛି। ରିକ୍ଟର ସ୍କେଲରେ ଏହାର ୭.୭ ତୀବ୍ରତା ରହିଛି। ଭୂକମ୍ପ ଝଟ୍‌କା ପରେ ସହରରେ ସୁନାମୀ ଚେତାବନୀ ଜାରି କରାଯାଇଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ରିପୋର୍ଟ ଅନୁଯାୟୀ, ଭୋର ପ୍ରାୟ ୩:୨୦ରେ ମୌମେର ସହରଠାରୁ ପ୍ରାୟ ୧୦୦ କିଲୋମିଟର ଉତ୍ତରରେ ଥିବା ଫ୍ଲୋରସ ସାଗରରେ ୧୮.୫ କିଲୋମିଟର (୧୧ ମାଇଲ) ଗଭୀରତାର ଏହି ଭୂକମ୍ପ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରାଜୟ ପରେ ବି ହ୍ବାଇଟ୍‌ ହାଉସ୍‌ ଛାଡି ନ ଥିଲେ ଆମେରିକାର ଏହି ରାଷ୍ଟ୍ରପତି

ଚାରି ଦିନର ସଂଘର୍ଷ ପରେ ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନଙ୍କ ବିଜୟର ରାସ୍ତା ସ୍ପଷ୍ଟ ହୋଇଯାଇଛି। ଡେମୋକ୍ରାଟିକ ପାର୍ଟିର ବାଇଡେନ ଏହି ନିର୍ବାଚନରେ ଜିତିଛନ୍ତି...

ସିଓଲ୍‌କୁ ଧ୍ୱଂସ କରିଦେବି, କିମ୍‌ଙ୍କ ଧମକ…

ପୋଙ୍ଗାଙ୍ଗ୍‌, ୩।୪ : ଦକ୍ଷିଣ କୋରିଆ ପ୍ରତିରକ୍ଷା ମନ୍ତ୍ରୀଙ୍କ ମନ୍ତବ୍ୟକୁ ଉତ୍ତର କୋରିଆ ନିନ୍ଦା କରିଛି ଯେଉଁଥିରେ ଦେଶର ସାମରିକ ଦକ୍ଷତା ବିଷୟରେ ସେ କହିଛନ୍ତି।...

ଜେଲେନ୍‌ସ୍କିଙ୍କ ସହରରେ ମିଶାଇଲ ମାଡ଼: ୧୧ ନିହତ

କିଭ୍‌,୧୪ା୬: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ସହର କ୍ରିଭି ରିହରେ ସୋମବାର ରାତିରେ ରୁଷୀୟ ସୈନ୍ୟ ତୁହାକୁ ତୁହା ମିଶାଇଲ ଆକ୍ରମଣ କରିଛନ୍ତି। କ୍ଷେପଣାସ୍ତ୍ର ମାଡ଼ରେ...

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ୯୦ ହଜାର ଜୀବଜନ୍ତୁଙ୍କ ଜୀବନ ବଞ୍ଚାଇଲେଣି ଗୋଟିଏ ପରିବାର

କାନବେରା,୯।୧: ଅଷ୍ଟ୍ରେଲିଆରେ ଥିବା ଜଙ୍ଗଲରେ ନିଆଁ ଲାଗିବା ଫଳରେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲି ଯାଇଛି। ଦୀର୍ଘ ୪ ମାସ ହେବ ଜଙ୍ଗଲରେ ଲାଗିଥିବା ଏହି...

ଓ୍ବେଷ୍ଟମିନଷ୍ଟରରେ ପହଞ୍ଚିଲେ କିଙ୍ଗ୍‌ ଚାଲର୍‌ସ

ଲଣ୍ଡନ,୬ା୫: ବ୍ରିଟେନ ରାଜା ଚାଲର୍‌ସ ତୃତୀୟ ଏବଂ କୁଇନ୍‌ ଅଫ୍‌ କନ୍‌ଶର୍ଟ କାମିଲାଙ୍କ ରାଜ୍ୟାଭିଷେକ ଶନିବାର ପାଳନ ହେଉଛି। ଏବେ ପ୍ରଥମ ପର୍ଯ୍ୟାୟ ଆରମ୍ଭ ହୋଇଛି।...

ସିସିପିଆଇ ର଼୍ୟାକିଙ୍ଗ: ଜଳବାୟୁ ପରିବର୍ତ୍ତନ ପଦକ୍ଷେପ କ୍ଷେତ୍ରରେ ଶ୍ରେଷ୍ଠ-୫ ଦେଶ ମଧ୍ୟରେ ଭାରତ…

ବର୍ଲିନ,୨୨।୧୧ : ଗ୍ଲୋବାଲ ଜଳବାୟୁ ପରିବର୍ତ୍ତନ ପ୍ରଦର୍ଶନ ସୂଚକାଙ୍କ (ସିସିପିଆଇ) ରେ ଭାରତ ଶ୍ରେଷ୍ଠ ପାଞ୍ଚଟି ଦେଶ ମଧ୍ୟରେ ଏବଂ ଜି -୨୦ ଦେଶ ମଧ୍ୟରେ...

କାଲିଫର୍ନିଆରେ ପ୍ରବଳ ଝଡ଼ବାତ୍ୟା: ଶିଶୁଙ୍କ ସମେତ ୨ ମୃତ

ଓ୍ବାଶିଂଟନ,୬ା୧: କାଲିଫର୍ନିଆରେ ପ୍ରବଳ ଝଡ଼ବାତ୍ୟା ହୋଇଛି। ଫଳରେ ହଜାର ହଜାର ଘରୁ ବିଦ୍ୟୁତ୍‌ ବିଚ୍ଛିନ୍ନ ହୋଇଛି। ଏହି ବର୍ଷା ଯୋଗୁ ବନ୍ୟା ପରି ପରିସ୍ଥିତି ମଧ୍ୟ...

ୟୁକ୍ରେନ ଯୁବତୀଙ୍କ ପ୍ରତି ବଢୁଛି ଚାଇନା ଯୁବକଙ୍କ ରୁଚି, କାରଣ ଜାଣିଲେ…

ବେଜିଂ,୧୭ା୩: ଚାଇନା ଯୁବକ ୟୁକ୍ରେନ ଯୁବତୀଙ୍କ ପାଇଁ ପାଗଳ। ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଥିବାରୁ ୟୁକ୍ରେନ ଲୋକମାନେ ନିଜ ଦେଶ ଛାଡ଼ି ଅନ୍ୟ ସ୍ଥାନରେ ଶରଣ...

Advertisement
Archives

Model This Week