ଭାରତକୁ ଜି-୨୦ର ଅଧ୍ୟକ୍ଷତା ପ୍ରଦାନ କଲା ଇଣ୍ଡୋନେସିଆ…

ବାଲି/ନୂଆଦିଲ୍ଲୀ,୧୬।୧୧ : ବାଲି ଶିଖର ସମ୍ମିଳନୀର ସମାରୋହରେ ଇଣ୍ଡୋନେସିଆର ରାଷ୍ଟ୍ରପତି ଜୋକୋ ୱିଡୋଡୋ ଜି -୨୦ର ଅଧ୍ୟକ୍ଷତା ଭାରତକୁ ହସ୍ତାନ୍ତର କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏହା ପ୍ରଦାନ କରିଛନ୍ତି। ଡିସେମ୍ବର ୧ ରୁ ଭାରତ ଆନୁଷ୍ଠାନିକ ଭାବରେ ଜି -୨୦ ର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଜି -୨୦ ର ଅଧ୍ୟକ୍ଷତା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବର ବିଷୟ । ଆମେ ଆମର ବିଭିନ୍ନ ସହର ଏବଂ ରାଜ୍ୟରେ ଏନେଇ ସଭା ଆୟୋଜନ କରିବୁ। ଆମ ଅତିଥିମାନେ ଭାରତର ଆଶ୍ଚର୍ଯ୍ୟ, ବିବିଧତା, ଅନ୍ତର୍ଭୁକ୍ତ ପରମ୍ପରା ଏବଂ ସାଂସ୍କୃତିକ ସମୃଦ୍ଧତାକୁ ସମ୍ପୂର୍ଣ୍ଣରୂପେ ଅନୁଭବ କରି ପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri