ଦୁର୍ଘଟଣାଗ୍ରସ୍ତ ବିମାନର ମିଳିଲା ରେକଡର

ଜାକର୍ତ୍ତା, ୧୨ା୧- ଗତ ସପ୍ତାହରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଶ୍ରୀଓ୍ବିଜୟ ଏୟାର ପ୍ଲେନର ଭଗ୍ନାଂଶରୁ ରେକଡର ଠାବ କରିଛନ୍ତି ଇଣ୍ଡୋନେସିଆ ଅଧିକାରୀ। ବିମାନର ରେକର୍ଡିଂ ଡିଭାଇସକୁ ଜାକର୍ତ୍ତାର ପୋର୍ଟ ନିଆଯାଇଥିବା ନେଭିର ପକ୍ଷରୁ କୁହାଯାଇଛି। ସ୍ଥାନୀୟ ଗଣମାଧ୍ୟମରେ ଏକ ପ୍ଲାଷ୍ଟିକ ବକ୍ସରେ ଉକ୍ତ ଯନ୍ତ୍ରକୁ ସ୍ପିଡ୍‌ ବୋଟରେ ନିଆଯାଉଥିବାର ଦେଖିବାକୁ ମିଳିଥିଲା। ତେବେ ଏହି ଯନ୍ତ୍ରଟି ବିମାନର ଫ୍ଲାଇଟ୍‌ ଡାଟା ରେକଡର ନା କକ୍‌ପିଟ୍‌ ଭଏସ ରେକଡର ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୩ ମାସ ପରେ ଘରକୁ ଗଲେ ବିଶ୍ୱର ସବୁଠୁ ଛୋଟ ଶିଶୁ

ଦୁନିଆର ସବୁଠାରୁ ଛୋଟ ଶିଶୁ ଦୀର୍ଘ ୧୩ ମାସ ହସ୍ପିଟାଲରେ ରହିବା ପରେ ଏବେ ଡିସଚାର୍ଜ ହୋଇ ଘରକୁ ଯାଇଛନ୍ତି। କ୍ୱେକ ୟୁ ଜୁଆନ ଏହି...

ଗୋଲ୍ଡେନ ଗ୍ଲୋବ ଆଓ୍ବାର୍ଡ ହାତେଇଲା ‘ନାଟୁ ନାଟୁ’ ଗୀତ

ସାକ୍ରାମେଣ୍ଟୋ,୧୧।୧: ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜାମୌଲିଙ୍କ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ସୁପରହିଟ୍‌ ଗୀତ ‘ନାଟୁ ନାଟୁ’ ଗୋଲ୍ଡେନ ଗ୍ଲୋବ ଆଓ୍ବାର୍ଡ ହାତେଇଛି। ଅନ୍ତର୍ଜାତୀୟ ସ୍ତରରେ ଏହି ସଫଳତା...

ପାକିସ୍ତାନ ଫେରିବେ ନୱାଜ: ଜାରି ହେଲା ୧୦ ବର୍ଷ ପାଇଁ ପାସପୋର୍ଟ

ଇସଲାମାବାଦ,୨୬ ।୪: ଇମ୍ରାନ ଖାଁଙ୍କୁ ଗାଦିଚ୍ୟୁତ କରିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଆସନରେ ବସିଥିବା ଶହବାଜ ଶରିଫ ଯେଉଁ କାର୍ଯ୍ୟ ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି...

ମହିଳା ଗଣମାଧ୍ୟମ ପ୍ରତିନିଧିଙ୍କୁ ଅନଲାଇନରେ ଧମକାଉଛି ଚାଇନା…

ବେଜିଂ,୫।୧ : ଚାଇନାରେ ଅଭିବ୍ୟକ୍ତିର ସ୍ବାଧୀନତା ଲୋକେ ହରାଉଛନ୍ତି। ଏହା ସହିତ ଗଣମାଧ୍ୟମର କଣ୍ଠରୋଧ କରାଯାଉଛି। ଅଷ୍ଟ୍ରେଲିଆର ଥିଙ୍କ ଟ୍ୟାଙ୍କ ଷ୍ଟ୍ରାଟେଜିକ ପଲିସି ଇନଷ୍ଟିଚ୍ୟୁଟ ଦାବି...

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ମନୋନୀତ

ନ୍ୟୁୟର୍କ,୯।୯ -ନୋବେଲ ଶାନ୍ତି ପୁରସ୍କାର ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନରୱେର ସଂସଦ ପକ୍ଷରୁ ମନୋନୀତ କରାଯାଇଛି। ଇସ୍ରାଏଲ ଏବଂ ୟୁଏଇ ମଧ୍ୟରେ ହୋଇଥିବା...

ଫେରୁଛି କରୋନା: ଗତ ୨୪ ଘଣ୍ଟାରେ ଚାଇନାରେ ପୁଣି ୨୨ ନୂଆ ସଂକ୍ରମିତ ଚିହ୍ନଟ

ବେଜିଂ,୧୭।୮: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ସାରିଲାଣି। ଏହି ମହାମାରୀ ଚାଇନାରେ ପାଖାପାଖି ୪...

କରୋନା ଭୂତାଣୁଠାରୁ କିପରି ଦୂରେଇ ରଖେ ସାନିଟାଇଜର

ଓ୍ବାଶିଂଟନ,୩୧।୩: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ...

ମାଟି ତଳୁ ମିଳିଲା ୧୨ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା

ଜେରୁଜେଲମ୍‌,୨।୧: ଇସ୍ରାଏଲର ୟଓ୍ବନ ସହରରୁ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା କରାଯାଉଥିବା ଏକ ଖନନ ସମୟରେ ୧୨ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା ମିଳିଛି। ଏକ ଛୋଟ...

Advertisement
Archives

Model This Week