ଭୂକମ୍ପର ଝଟ୍‌କାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୬.୭

ଜାକର୍ତ୍ତା,୯।୧: ମଙ୍ଗଳବାର ଅର୍ଥାତ୍‌ ଜାନୁଆରୀ ୯ରେ ଇଣ୍ଡୋନେସିଆର ତାଲାଉଡ ଦ୍ୱୀପପୁଞ୍ଜରେ ୬.୭ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ତଳେ ୮୦କିଲୋମିଟର ଗଭୀରରେ ଥିଲା। ଭାରତୀୟ ସମୟ ଅନୁଯାୟୀ, ରାତି ପ୍ରାୟ ୨ଟା ୧୮ ସମୟରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା।

ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛି ଯେ ଭୂକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ୮୦ କିଲୋମିଟର ତଳେ ଥିଲା। ଇଣ୍ଡୋନେସିଆର ତାଲାଉଡ ଦ୍ୱୀପରେ ଏହି ଭୂକମ୍ପର କମ୍ପନ ଅନୁଭୂତ ହୋଇଥିଲା। ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣ (USGS) କହିଛି ଯେ ଗତ ସପ୍ତାହରେ ଇଣ୍ଡୋନେସିଆର ବଲାଇ ପୁଙ୍ଗୁଟରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri