Posted inଫୁରସତ

ବିଶ୍ୱର ସବୁଠୁ ବଡ଼ ଫୁଲ

ସାଧାରଣତଃ ଯେଉଁମାନେ ଦୁଃସାହସିକ କାର୍ଯ୍ୟ କରିବାକୁ ପସନ୍ଦ କରନ୍ତି, ସେମାନେ ନିଶ୍ଚିତ ଭାବରେ ଜଙ୍ଗଲକୁ ଯାଇ ଅନୁସନ୍ଧାନ କରନ୍ତି। ଏହିପରି ଜାଗାରେ ଚାଲିବା ଶରୀର ଏବଂ ମନ ପାଇଁ ଭଲ ଅଟେ। ନିକଟରେ ଇଣ୍ଡୋନେସିଆର ଏକ ଜଙ୍ଗଲରେ ଟ୍ରେକିଂ କରୁଥିବା ଜଣେ ବ୍ୟକ୍ତି ଏକ ବିରଳ ଫୁଲ ଦେଖିଥିଲେ। ଏହି ଫୁଲ ବିଷୟରେ ସେ ଅଧିକ ଜାଣିବାକୁ ଚେଷ୍ଟା କରିଥିଲେ। ଏହି ଫୁଲର ବୈଜ୍ଞାନିକ ରାଫଲେସିଆ ଆର୍ନୋଲଡି, ଯାହା ଦୁନିଆର ସବୁଠୁ ବଡ ଫୁଲ। ଏହି ଫୁଲଟି ଅତ୍ୟଧିକ ଦୁର୍ଗନ୍ଧ ପାଇଁ ଏହା ଜଣାଶୁଣା। ଏହା ଇଣ୍ଡୋନେସିଆର ରେନ୍‌ଫରେଷ୍ଟ ଅଞ୍ଚଳରେ ଦେଖିବାକୁ ମିଳେ। ଏହା ୩ ଫୁଟ ଉଚ୍ଚତା ଏବଂ ୧୫ ପାଉଣ୍ଡ ପର୍ଯ୍ୟନ୍ତ ଓଜନ ହୋଇପାରେ।
ବର୍ତ୍ତମାନ ଟୁଇଟରରେ ଶେୟାର କରିଥିବା ଏକ ଭିଡିଓରେ ବିଶାଳ ଫୁଲ ଜଙ୍ଗଲରେ ଫୁଟିଥିବାର ଦେଖାଯାଇଛି। ରାଫଲେସିଆ ଆର୍ନୋଲଡିର ରଙ୍ଗ ମେରୁନ୍‌। ଏହାର ପାଞ୍ଚଟି ଫାଖୁଡା ମଧ୍ୟ ଫୁଲ ଫୁଟିବା ସମୟରେ ଦେଖାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri