କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। କବିସୂର୍ଯ୍ୟନଗର ଓ କୋଦଳା ଏନ୍‌ଏସି ପରିସରରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କରିବା ପାଇଁ ଏଠାରେ ଭଲ ଖେଳ ପଡିଆର ନିହାତି ଆବଶ୍ୟକ ରହିଛି ବୋଲି ବିଧାୟିକାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କଠାରେ ପ୍ରସ୍ତାବ ଦିଆଯାଇଥିଲା। ଏହି ଆଲୋଚନା ବେଳେ କବିସୂର୍ଯ୍ୟନଗର ଓ କୋଦଳା ଏନ୍‌ଏସି ଅଞ୍ଚଳରେ ଜାତୀୟ ସ୍ତରରେ କ୍ରୀଡା ପ୍ରଦର୍ଶନ କରି ସୁନାମ ଅର୍ଜନ କରିଥିବା ଖେଳାଳି ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ ମୋ ସ୍ବାମୀଙ୍କୁ ଖୋଜିକି ଆଣନ୍ତୁ’

ଆସିକା,୧୧।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଆସିକା ଚିନିଶିଳ୍ପ ଅତିଥି ଭବନରେ ସ୍ତ୍ରୀ ତପସ୍ବିନୀ ଦାସଙ୍କୁ ଏକାକୀ ଛାଡ଼ି ଡାକ୍ତର ସ୍ବାମୀ ସୁମିତ ସାହୁ କେଉଁଆଡ଼େ ପଳାଇଛନ୍ତି। ବ୍ରହ୍ମପୁର...

ମଦମୁକ୍ତ ହେବ ପଞ୍ଚାୟତ ନିର୍ବାଚନ : ବଢ଼ିପାରେ ପ୍ରଚାର ଖର୍ଚ୍ଚ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଶୃଙ୍ଖଳିତ ଓ ତ୍ରୁଟିମୁକ୍ତ କରିବାକୁ ଶନିବାର ସର୍ବଦଳୀୟ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ୪ ପ୍ରସ୍ତାବ ଉପସ୍ଥାପନ ହୋଇଛି।...

ଡିଏଚ୍‌ଏଚ୍‌ ଆଇସୋଲେଶନ କେନ୍ଦ୍ରରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା ଅଫିସ,୨୬।୫ : ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌) ଆଇସୋଲେଶନ କେନ୍ଦ୍ରରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ଅସୁସ୍ଥ...

୧୫ ବର୍ଷରେ ସୋଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ ୧୫ ବର୍ଷରେ ପଦାର୍ପଣ କରିଛି। ଭୁବନେଶ୍ୱରରେ ଜନ୍ମ ନେଇଥିବା ଏହି ପ୍ରତିଷ୍ଠାନ ପୂର୍ବ ଭାରତରେ...

ଶିଶୁ ସୁରକ୍ଷା ନେଇ ସଚେତନତା ଶୋଭାଯାତ୍ରା

ମ.ରାମପୁର,୧୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ମ.ରାମପୁର ସ୍ଥିତ ଦୁର୍ଗାମାଧବ ଉଚ୍ଚ ବିଦ୍ୟାପୀଠ ଛାତ୍ରୀଛାତ୍ରଙ୍କୁ ନେଇ ସ୍ଥାନୀୟ ପୋଲିସ ବିଭାଗ ପକ୍ଷରୁ ଶିଶୁ ସୁରକ୍ଷା ସଚେତନତା ଶୋଭଯାତ୍ରା ହୋଇଯାଇଛି...

ବମିଖାଲରୁ ଲୁଚି ପଳାଇ ଆସିଛନ୍ତି ଦମ୍ପତି, ଭୟରେ ଅଞ୍ଚଳବାସୀ

ରସୁଲପୁର,୧୧।୪(ଡିଏନଏ)- ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦ରେ ପହଞ୍ଚତ୍ଛି। ଏଥିରେ ସର୍ବାଧିକ ଆକ୍ରାନ୍ତ ଭୁବନେଶ୍ୱର ଅଞ୍ଚଳର ବୋଲି ଜଣାପଡିଛି। ଏହି ସହରର ସତ୍ୟନଗର, ବମିଖାଲ, ସୁନ୍ଦରପଦା,...

କନ୍ଧମାଳରେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ ଅଫିସ,୨୨।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିଛନ୍ତି। ପରେ ବିଜୁ ସ୍ବାସ୍ଥ୍ୟ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ...

ଗୁରୁ କେଳୁଚରଣ ମହାମାତ୍ରଙ୍କ ଧର୍ମପତ୍ନୀଙ୍କ ବିୟୋଗ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ପ୍ରଥମ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଶନିବାର ରାତିରେ ତାଙ୍କ ବାସଭବନରେ ପରଲୋକ ଘଟିଛି। ଗତକିଛି ଦିନ...

Advertisement
Archives

Model This Week