ପୁରୁଷୋତ୍ତମପୁରରେ ନିର୍ମାଣ ହେବ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଯୁବଗୋଷ୍ଠୀଙ୍କ ମଧ୍ୟରେ କ୍ରୀଡ଼ାର ବିକାଶ ଲାଗି ଗୁରୁବାର ୫ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନଙ୍କ ସହ ଖଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ସହ ପୂର୍ବତନ ନଗରପାଳ ବାସୁଦେବ ମହାପାତ୍ର, ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ସୀମାଞ୍ଚଳ ମିଶ୍ର, ରମାରଞ୍ଜନ ଦାଶ, ପ୍ରଭାତ କୁମାର ପଟ୍ଟନାୟକ, କୃଷ୍ଣ ଚନ୍ଦ୍ର ଗୌଡ଼, ଅଶୋକ କୁମାର ମହାଙ୍କୁଡ଼ଙ୍କ ସମେତ ବହୁ କ୍ରୀଡ଼ାବିତ୍‌ ଓ ଜନପ୍ରତିନିଧି ଭିଡିଓ କନ୍‌ଫରେନି୍ସ ମାଧ୍ୟମରେ ଆଲୋଚନା କରିଛନ୍ତି। ଏଠାରେ ଉତ୍ତମ ଖେଳ ପଡିଆର ଅଭାବ ରହିଥିବା ହେତୁ କ୍ରୀଡାବିତ୍‌ଙ୍କ ମଧ୍ୟରେ ରହିଥିବା ପ୍ରତିଭା ମାନ ବିକଶିତ ହୋଇ ନ ପାରି ଲୁକ୍କାୟିତ ଅବସ୍ଥାରେ ରହିଯାଉଛି। ଏଠାରେ ବହୁ ଜାତୀୟସ୍ତରର କ୍ରୀଡାବିତ୍‌ ରହିଥିଲେ ମଧ୍ୟ ପ୍ରୋତ୍ସାହନ ଅଭାବରୁ ସେମାନେ ଅଗ୍ରଗତି କରିପାରୁଥିବା ର କହି ଏକ ଇନଡୋର ଷ୍ଟାଡିୟମ ନିର୍ମାଣ ଲାଗି ଦାବି ଜଣାଇଥିଲେ। ଏହାକୁ ଗୁରୁତର ସହ ନେଇ ୫ଟି ସଚିବ ପୁରୁଷୋତ୍ତମପୁରଠାରେ ଅତିଶୀଘ୍ର ଇନଡୋର ଷ୍ଟାଡିୟମ ନିର୍ମାଣ କରାଯିବାର ପ୍ରତିଶ୍ରୁତି ଦେବାସହ କ୍ରୀଡ଼ାବିତ୍‌ ଓ ଯୁବ ଗୋଷ୍ଠୀଙ୍କୁ ସମସ୍ତ ପ୍ରକାର ପ୍ରୋତ୍ସାହନ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବାର ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ…

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri