ଇନ୍ଦୋର ଜନ୍ମିତ ରାଜେଶ ଅଗ୍ରଓ୍ବାଲ ବ୍ରିଟେନ୍‌ ଏମ୍‌ପି ପ୍ରାର୍ଥୀ

ଲଣ୍ଡନ,୨୧ା୧୧: ଇନ୍ଦେର ଜନ୍ମିତ ଉଦ୍ୟୋଗୀ ତଥା ଲଣ୍ଡନ୍‌ର ଡେପୁଟି ମେୟର (ବିଜ୍‌ନେସ୍‌) ରାଜେଶ ଅଗ୍ରଓ୍ବାଲ୍‌ ବ୍ରିଟେନରେ ଆଗାମୀ ସାଧାରଣ ନିର୍ବାଚନରେ ଲିସେଷ୍ଟର ଇଷ୍ଟ ଆସନରୁ ପ୍ରାର୍ଥୀ ହୋଇଛନ୍ତି। ବିରୋଧୀ ଦଳ ଲେବର ପାର୍ଟି ୪୬ ବର୍ଷୀୟ ଅଗ୍ରଓ୍ବାଲଙ୍କୁ ପାର୍ଲାମେଣ୍ଟ ନିର୍ବାଚନ ପାଇଁ ପ୍ରାର୍ଥୀ କରିଛି। ନିକଟରେ ହୋଇଥିବା ସ୍ଥାନୀୟ ପ୍ରତିଦ୍ୱନ୍ଦ୍ୱିତାରେ ସେ ଅନ୍ୟତମ ଭାରତୀୟ ବଂଶୋଦ୍ଭବ କାଉନ୍‌ସିଲର ଋଷି ମାଡ୍‌ଲାନିଙ୍କୁ ପଛରେ ପକାଇ ଲେବର ପାର୍ଟିର ପ୍ରାର୍ଥୀ ମନୋନୀତ ହୋଇଛନ୍ତି। ତାଙ୍କ ପଛରେ ଲଣ୍ଡନ ମେୟର ସାଦିକ୍‌ ଖାନ୍‌ ଓ ଅନ୍ୟମାନଙ୍କ ସମର୍ଥନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା ଜାରିକଲେ ଅର୍ଥମନ୍ତ୍ରୀ, କିଣିବାକୁ ହେଲେ ଦେବାକୁ ହେବ….

ନୂଆଦିଲ୍ଲୀ,୩।୧୧: କର୍ନାଟକ ସଙ୍ଗୀତର ମହାନ ସଙ୍ଗୀତଜ୍ଞ ତଥା କର୍ନାଟକ ସଙ୍ଗୀତର ତ୍ରିମୂର୍ତ୍ତିଙ୍କ ମଧ୍ୟରୁ ଅନ୍ୟତମ ମୁଥୁସ୍ୱାମୀ ଦୀକ୍ଷିତାରଙ୍କ ୨୫୦ତମ ଜୟନ୍ତୀ ଅବସରରେ ୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା…

ଧନତେରସରେ ସୁନା-ରୂପା କିଣିବାକୁ ଟଙ୍କା ନାହିଁ କି? ଘରକୁ ଆଣନ୍ତୁ ଏହି ୫ଟି ଜିନିଷ, ବର୍ଷସାରା ଟଙ୍କାର ଅଭାବ ରହିବନି

ହିନ୍ଦୁ ଧର୍ମରେ ଧନତେରେସ ଦିନ ନୂଆ ଜିନିଷ କିଣିବାର ବହୁତ ମହତ୍ତ୍ୱ ରହିଛି। ଏହି ଦିନ ମାଆ ଲକ୍ଷ୍ମୀ, ଭଗବାନ ଗଣେଶ, ଭଗବାନ କୁବେର ଏବଂ ଭଗବାନ…

ନ୍ୟୁଜିଲାଣ୍ଡ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି, ସୁସ୍ଥ ହେଲେ ଏହି ଷ୍ଟାର ବୋଲର

ନୂଆଦିଲ୍ଲୀ,୩।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳକୁ ମିଳିଛି ବଡ଼ ଆଶ୍ୱସ୍ତି । ଟିମ୍ ଇଣ୍ଡିଆର ଷ୍ଟାର୍‌ ଦ୍ରୁତ ବୋଲର ପ୍ରସିଦ୍ଧ କୃଷ୍ଣାଙ୍କୁ ତିନୋଟି ଯାକ ଫର୍ମାଟ୍‌ ପାଇଁ…

ରାହୁଲଙ୍କୁ ଅମିତ ଶାହାଙ୍କ ଚ୍ୟାଲେଞ୍ଜ: ସବୁ ପ୍ରସଙ୍ଗରେ ସଂସଦରେ ଆଲୋଚନା….

ନୂଆଦିଲ୍ଲୀ,୩।୧୧ : ସଂସଦରେ ପ୍ରତ୍ୟେକ ପ୍ରସଙ୍ଗରେ ଆଲୋଚନା କରିବାକୁ ମୋଦି ସରକାର ପ୍ରସ୍ତୁତ। ଏଥିରେ SIR ପ୍ରସଙ୍ଗ ମଧ୍ୟ ସାମିଲ ରହିଛି । ଏଥିପାଇଁ ଲୋକସଭାର ବିରୋଧୀ…

ରାଜନୀତିରେ ବଡ଼ ହଲଚଲ! ହଠାତ୍ ଇସ୍ତଫା ଦେଲେ ଏମପି…

ବଡଗାମ,୩ା୧୧: ଶ୍ରୀନଗର ଲୋକସଭା ସାଂସଦ ସୟଦ ଆଗା ରୁହୁଲ୍ଲା ମେହେଦି ମଙ୍ଗଳବାର ନ୍ୟାଶନାଲ କନ୍‌ଫରେନ୍ସ(ଏନ୍‌ସି)ରୁ ଇସ୍ତଫା ଦେଇଛନ୍ତି । ଏଥିସହ ସେ ଏକ ନୂଆ ରାଜନୈତିକ ଦଳ…

ଧନତେରସରେ ଚମକିବ ୪ ରାଶିଙ୍କ ଭାଗ୍ୟ: ହୁ ହୁ ବହୋଇ ବଢିବ ଧନ! ଘରକୁ ଆସିବେ ଲକ୍ଷ୍ମୀ

କାର୍ତ୍ତିକ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥିରେ ଧନତେରସ ପର୍ୱ ପାଳନ କରାଯାଏ। ଏହି ବର୍ଷ ଧନତେରସ ୬ ନଭେମ୍ୱର ୨୦୨୬, ଶୁକ୍ରବାର ଦିନ ପାଳିତ ହେଉଛି।…

ସିରିଜ୍‌ ପୂର୍ବରୁ ନ୍ୟୁଜିଲାଣ୍ଡକୁ ବଡ଼ ଝଟକ୍କା: କନଓ୍ବେ ବାଦ୍‌, ସିଫର୍ଟ ଖେଳିବେ

ଅକ୍‌ଲାଣ୍ଡ,୩ା୧୧: ଅକ୍‌ଲାଣ୍ଡ,୩ା୧୧: ସ୍ଥାନୀୟ ଇଡେନ ପାର୍କଠାରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ସିରିଜ୍‌ର ପ୍ରଥମ…

ଟିମ୍ ଚୟନକୁ ନେଇ ମୁହଁ ଖୋଲିଲେ ଗିଲ୍, କହିଲେ ମୋ ହାତରେ ଥିଲେ….

ନୂଆଦିଲ୍ଲୀ, ୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ନଭେମ୍ବର ୪ ତାରିଖ ବୁଧବାରଠାରୁ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?