Posted inଜାତୀୟ

ଇନ୍ଦୋର ଲଗାତାର ପଞ୍ଚମ ଥର ପାଇଁ ଶ୍ରେଷ୍ଠ ସ୍ବଚ୍ଛ ସହର…

ନୂଆଦିଲ୍ଲୀ,୨୦।୧୧: ସ୍ବଚ୍ଛ ସର୍ବେକ୍ଷଣ ଆଓ୍ବାର୍ଡ-୨୦୨୧ର ଘୋଷଣା କରାଯାଇଛି। ଏଥିରେ ଇନ୍ଦୋର ଲଗାତାର ପଞ୍ଚମ ଥର ପାଇଁ ଶ୍ରେଷ୍ଠ ସ୍ବଚ୍ଛ ସହର ସମ୍ମାନ ଲାଭ କରିଛି। ମଧ୍ୟପ୍ରଦେଶର ଇନ୍ଦୋର ସହର ପୁଣି ଏହି ତାଲିକାର ଶୀର୍ଷରେ ରହିଛି।

ସ୍ବଚ୍ଛ ସର୍ବେକ୍ଷଣ -୨୦୨୧ ରେ ଗୁଜରାଟର ସୁରଟ ଦୁଇ ନମ୍ବରରେ ଥିବାବେଳେ ଆନ୍ଧ୍ରପ୍ରଦେଶର ବିଜୟୱାଡା ତୃତୀୟ ସ୍ଥାନରେ ରହିଛି।

ସ୍ବଚ୍ଛ ଭାରତ ମିଶନ-ସହର ୨.୦ ଅନ୍ତର୍ଗତରେ ଭାରତକୁ ଅଳିଆ ମୁକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା ଜାରି ରହିଥିବା କାର୍ଯ୍ୟକ୍ରମ ଅନୁଯାୟୀ, ଆବର୍ଜନାମୁକ୍ତ ସହର ବର୍ଗରେ ପ୍ରମାଣିତ ହୋଇଥିବା ପ୍ରାପ୍ତ ସହରଗୁଡିକୁ ସମ୍ମାନିତ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଗୃହ ଓ ସହରାଞ୍ଚଳ ମନ୍ତ୍ରଣାଳୟର ’ସଫାଇମିତ୍ର ସୁରକ୍ଷା ଚ୍ୟାଲେଞ୍ଜ’ ଉଦ୍ୟମରେ ସର୍ବୋତ୍ତମ ସ୍ବଚ୍ଛତା ପ୍ରଦର୍ଶନ କରୁଥିବା ସହରଗୁଡ଼ିକୁ ସ୍ବୀକୃତି ପ୍ରଦାନ କରୁଥିବା ସଫାଇ କର୍ମଚାରୀଙ୍କ ଅବଦାନକୁ ପ୍ରଶଂସା କରାଯାଇଥିଲା। ଏହି ଅବସରରେ ୪୩୨ ସହରକୁ ସମ୍ମାନୀତ କରାଯାଇଛି। ଚଳିତ ଥର ସର୍ବେକ୍ଷଣରେ ୪୩୨୦ ସହରକୁ ଅନ୍ତର୍ଭୁକ୍ତ କରାଯାଇଥିଲା। ଚଳିତ ଥର ସ୍ବଚ୍ଛ ସହର ପାଇଁ ପାଞ୍ଚ କୋଟିରୁ ଅଧିକ ଫିଡବ୍ୟାକ ଆସିଥିଲା। ଗତ ବର୍ଷ ଏହି ସଂଖ୍ୟା ୧.୮୭ କୋଟି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନିଆ ଇସ୍ରାଏଲ ଗସ୍ତରେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୧୦: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ରବିବାରଠାରୁ ୫ ଦିନିଆ ଇସ୍ରାଏଲ ଗସ୍ତରେ ଯାଉଛନ୍ତି। ଇସ୍ରାଏଲର ପ୍ରଧାନମନ୍ତ୍ରୀ ଦାୟିତ୍ୱରେ ଥିବା ବୈଦେଶିକ ମନ୍ତ୍ରୀ ୟାଇର୍‌ ଲାପିଡ୍‌ଙ୍କ...

ଅନ୍‌ଲାଇନରେ ପାଠ ପଢିବାକୁ ୫୦ କିଲୋମିଟର ଯାତ୍ରା କରୁଛନ୍ତି ୨ଶହ ଛାତ୍ରୀଛାତ୍ର

ମୁମ୍ବାଇ,୨୨।୮: ମହାରାଷ୍ଟ୍ରର ଉପକୂଳ ଅଞ୍ଚଳରେ ଅନ୍‌ଲାଇନରେ ପାଠ ପଢିବାକୁ ପାଖାପାଖି ୨ଶହ ଛାତ୍ରୀଛାତ୍ର ଦୈନିକ ୫୦ କିଲୋମିଟର ଯାତ୍ରା କରୁଥିବା ଜଣାପଡିଛି। ପ୍ରଥମେ କରୋନା ମହାମାରୀ...

ଅଧା ବାଟରେ ଅଟକିଲା ରୋପଓ୍ବେ: ମଝି ଆକାଶରେ ଝୁଲିଲେ ପର୍ଯ୍ୟଟକ

ଶିମଲା,୨୦।୬: ମଝି ଆକାଶରେ ରୋପଓ୍ବେ ବନ୍ଦ ହୋଇଯିବା ଘଟଣା ପୁଣି ସାମ୍ନାକୁ ଆସିଛି। ବାରମ୍ବାର ଏଭଳି ଘଟଣା ଘଟିବା ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଛି।...

କଂଗ୍ରେସକୁ ଜେଡିଏସ୍‌ର ଝଟ୍‌କା: ଉପନିର୍ବାଚନରେ କୌଣସି ଦଳ ସହ ହେବ ନାହିଁ ମେଣ୍ଟ

ବେଙ୍ଗାଲୁରୁ,୨।୧୧: କର୍ନାଟକରେ ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ଦେଖିବାକୁ ମିଳୁଛି। ଏହାରି ଭିତରେ ଉପନିର୍ଚାଚନ ସମୟରେ କୌଣସି ଦଳ ସହ ଜନତା ଦଳ(ସେକ୍ୟୁଲାର)...

ଉତ୍ତରକାଶୀ ହିମସ୍ଖଳନ ମୃତ୍ୟୁସଂଖ୍ୟା ୨୬

ଡେରାଡୁନ୍‌,୮ା୧୦: ଉତ୍ତରକାଶୀ ହିମସ୍ଖଳନ ଘଟଣାରେ ଶୁକ୍ରବାର ଆଉ ୭ ଜଣଙ୍କ ମୃତଦେହ ମିଳିବା ପରେ ମୋଟ ମୃତ୍ୟୁସଂଖ୍ୟା ୨୬କୁ ବୃଦ୍ଧି ପାଇଛି। ବୁଧବାର ୪ ଏବଂ...

ଇସ୍ତଫା ଦେଲେ ମନୀଷ ସିସୋଡିଆ-ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ନେତା ମନୀଷ ସିସୋଡିଆ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି।...

ଗୋଲ୍ଡେନ୍‌ ବାବା ନିଖୋଜ

କାନପୁର, ୧୭।୩: କାନପୁରର ଗୋଲ୍ଡେନ୍‌ ବାବା ଭାବେ ଜଣାଶୁଣା ମନୋଜ ସେଙ୍ଗର ମଙ୍ଗଳବାର ନିଖୋଜ ହୋଇଯାଇଛନ୍ତି। ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ...

ଅଭିଯୁକ୍ତ ବଳାତ୍କାରୀଙ୍କୁ ଏନ୍‌କାଉଣ୍ଟର ଦ୍ୱାରା କରାଯାଇନି ନ୍ୟାୟ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର  ପ୍ରତିଶୋଧ ପରାୟଣ ହୋଇ କରାଯାଇଛି। ଏହି ଘଟଣାରେ ନ୍ୟାୟ କରାଯାଇ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି...

Advertisement
Archives

Model This Week