Posted inଜାତୀୟ

ଇନ୍ଦିରା ଗାନ୍ଧୀଙ୍କୁ ଅଯୋଗ୍ୟ ରାୟ ସାହସିକତାପୂର୍ଣ୍ଣ ଥିଲା:ସିଜେଆଇ

ନୂଆଦିଲ୍ଲୀ, ୧୨ା୯: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରି ଆଲ୍ଲାହବାଦ୍‌ ହାଇକୋର୍ଟ ୧୯୭୫ ମସିହାରେ ଦେଇଥିବା ରାୟ ସାହସିକତାପୂର୍ଣ୍ଣ ଥିଲା ବୋଲି କହିଛନ୍ତି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌. ଭି. ରମନା। ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ନିର୍ବାଚନୀ ଅନିୟମିତତା ଅଭିଯୋଗ ଆସିବା ପରେ ଦେଶବ୍ୟାପୀ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା। ଉକ୍ତ ମସିହା ଜୁନ୍‌ ୧୨ରେ ହାଇକୋର୍ଟ ଜଷ୍ଟିସ୍‌ ଜଗମୋହନଲାଲ ସିହ୍ନା ଅଦାଲତଙ୍କ ସାହସିକତାର ସହ ବିଚାର କରିଥିଲେ ବୋଲି ଶନିବାର ଉତ୍ତରପ୍ରଦେଶ ନ୍ୟାଶନାଲ ଲ’ ୟୁନିଭର୍ସିଟି ଏବଂ ଆଲ୍ଲାହାବାଦ ହାଇକୋର୍ଟର ନୂଆ ବିଲ୍ଡିଂ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ସିଜେଆଇ ଏହା କହିଛନ୍ତି। ଏହି ହାଇକୋର୍ଟର ଇତିହାସ ୧୫୦ ବର୍ଷରୁ ଅଧିକ ପୁରୁଣା। ଏହାର ବାର୍‌ ଏବଂ ବେଞ୍ଚ ଦେଶର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ରାୟ ଦେଇଛି ବୋଲି ସିଜେଆଇ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ସିଜେଆଇଙ୍କ ସମେତ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ହାଇକୋର୍ଟଙ୍କ ଉକ୍ତ ରାୟ ପରେ ୧୯୭୫ ଜୁନ୍‌ ୨୫ରେ ଦେଶରେ ଜରୁରିକାଳୀନ ପରିସ୍ଥିତି ଲାଗୁହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରାକ୍ରମ ଦେଖାଇଛି ‘ବିହାର ରେଜିମେଣ୍ଟ’

ସର୍ଜିକାଲ ଷ୍ଟ୍ରାଇକ୍‌ ହେଉ କି ସୀମାପାର ଲଢ଼େଇ, ସବୁଥିରେ ଆଗୁଆ ‘ବିହାର ରେଜିମେଣ୍ଟ’। ଏହି ରେଜିମେଣ୍ଟର ଯବାନଙ୍କ ପରାକାଷ୍ଠା, ଶୌର୍ଯ୍ୟ, କୀର୍ତ୍ତି, ବୀରତ୍ୱର ଗାଥା ଇତିହାସର...

ଇସ୍ତଫା ଦେଇ ନୂଆ ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲେ ନୀତୀଶ…

ପାଟନା, ୯।୮ : ନୀତୀଶ କୁମାର ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ଫାଗୁ ଚୌହ୍ବାନଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି।...

ମେ’ ୨ରୁ ପ୍ରଧାନମନ୍ତ୍ରୀଙ୍କ ୬୫ ଘଣ୍ଟିଆ ବିଦେଶ ଗସ୍ତ…

ନୂଆଦିଲ୍ଲୀ, ୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚଳିତ ବର୍ଷ ପ୍ରଥମ ବିଦେଶ ଗସ୍ତ ସୋମବାର, ମେ ୨ରୁ ଆରାମ୍ଭ ହେଉଛି। ଏହି ଅବସରରେ ସେ...

ସ୍ବାସ୍ଥ୍ୟକର୍ମୀଙ୍କୁ ମିଳିବ କରୋନା ଭ୍ୟାକ୍ସିନର ପ୍ରଥମ ଡୋଜ !

ନୂଆଦିଲ୍ଲୀ,୩୧।୭: କରୋନା ଭାଇରସ ସଂକ୍ରମଣକୁ ସମ୍ପୂର୍ଣ୍ଣ ଭାବେ ଦୂରେଇ ଦେବାକୁ ଏବେ ବିଭିନ୍ନ ଭ୍ୟାକ୍ସିନ ପ୍ରସ୍ତୁତ କାରୀ ସଂସ୍ଥା ସେମାନଙ୍କ ସମସ୍ତ ଶ୍ରମ ଲଗାଇ ଦେଇଛନ୍ତି...

ଆଦିତ୍ୟନାଥଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟିଂ:ହାର୍ଡ କୌରଙ୍କ ବିରୋଧରେ ଦେଶଦ୍ରୋହ ମାମଲା

ଲକ୍ଷ୍ନୌ,୨୧।୬:ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ବିରୋଧରେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ପୋଷ୍ଟ କରିବା ଅଭିଯୋଗରେ ଗାୟକ ତାରଣ...

ଆକ୍ସନ ମୁଡ୍‌ରେ ଧାମି: ରାଜ୍ୟରେ ଲାଗୁ ହେବ ୟୁନିଫର୍ମ ସିଭିଲ କୋଡ୍‌

ଡେରାଡୁନ,୨୪।୩: ଉତ୍ତରାଖଣ୍ଡରେ ପୁଷ୍କର ସିଂହ ଧାମି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଆକ୍ସନ ମୁଡରେ ଆସିଯାଇଛନ୍ତି। ସରକାର ଗଠନ ପରେ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ...

ସିଦ୍ଧୁଙ୍କୁ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୪।୫:ଖୁବ ଶୀଘ୍ର ପଞ୍ଜାବ କଂଗ୍ରେସର ପୂର୍ବତନ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ କଂଗ୍ରେସ ଦଳ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଚର୍ଚ୍ଚା ହେଉଛି।...

ଘୋଡ଼ା ବଦଳରେ ଜେସିବିରେ ଗଲେ ଇଞ୍ଜିନିୟର ବର

କସଡୋଲ,୧୭।୫: ଛତିଶଗଡ଼ର କସଡୋଲ ଗାଁର ଏକମାତ୍ର ଇଞ୍ଜିନିୟର ହେଉଛନ୍ତି ଅମିଶ କୁମାର ଡହରିଆ। ଏବେ ସେ ଖୁବ୍‌ ଚର୍ଚ୍ଚାରେ। କାରଣ ଏହି ଯୁବ ଇଞ୍ଜିନିୟର ଜଣକ...

Advertisement
Archives

Model This Week