ସଂକ୍ରମଣ ହାର ୨.୯୮ ପ୍ରତିଶତ…

ନୂଆଦିଲ୍ଲୀ, ୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬୩ ହଜାର ତଳେ ରହିଛି। କେରଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଦେଶରେ ସଂକ୍ରମଣ ହାର ୨.୯୮ ପ୍ରତିଶତରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଏହା ୭,୯୪୬ ରହିଛି। ଗୋଟିଏ ଦିନ ତଳେ ଏହା ୭,୨୩୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୫ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୬୨ ହଜାର ୭୪୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬୪ ହଜାର ୬୬୭ ଥିଲା। ସେହିପରି ୨୪ ଘଣ୍ଟାରେ ୯ ହଜାର ୮୨୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୦ ହଜାର ୮୨୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୭ ହଜାର୯୧୧ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୪ ଲକ୍ଷ ୨୮ ହଜାର ୩୯୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୮ ଲକ୍ଷ ୪୫ ହଜାର ୬୮୦ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri