ଇନ୍‌ଫେକଶନ କମାଏ ଲେମ୍ବୁପାଣି

ଲେମ୍ବୁପାଣିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହି ପାଣିରେ ଏଭଳି ତତ୍ତ୍ୱ ରହିଛି, ଯାହା ଇନ୍‌ଫେକଶନ ବା ସଂକ୍ରମଣ କମାଇବାରେ ଅନେକାଂଶରେ ସାହାଯ୍ୟ କରିଥାଏ। କାଲିଫର୍ନିଆ ୟୁନିଭର୍ସିଟିର ପୁଷ୍ଟିବିଜ୍ଞାନୀମାନେ ଏ ସମ୍ପର୍କରେ ଏକ ଗବେଷଣା କରି ଉପରୋକ୍ତ ତଥ୍ୟ ବିଷୟରେ ଜାଣିପାରିଛନ୍ତି। କେବଳ ସେତିକି ନୁହେଁ, ନିୟମିତ ଲେମ୍ବୁପାଣି ପିଇଲେ ତାହା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସାହାଯ୍ୟ କରେ। ଲେମ୍ବୁପାଣିରେ ଫ୍ଲାଭୋନାଏଡ୍‌ ନାମକ ତତ୍ତ୍ୱ ରହିଛି, ଯାହା ପେଟଜନିତ ରୋଗ ଦୂର କରିବାରେ ସହାୟକ ହୋଇଥାଏ। ପ୍ରତିଦିନ ସକାଳେ ଉଷୁମ ପାଣିରେ ଲେମ୍ବୁ ଏବଂ ଅଳ୍ପ ମହୁ ମିଶାଇ ପିଇଲେ ତାହା ଚର୍ବି କମାଇଥାଏ। ଏହାକୁ ନିୟମିତ ପିଇଲେ ତାହା ରକ୍ତଚାପ, କ୍ଳାନ୍ତିରୁ ଅନେକାଂଶରେ ଉପଶମ ଦେଇଥାଏ। ଏହି ପାଣିରେ ଭିଟାମିନ୍‌ ‘ସି’ ଭରି ରହିଛି, ଯାହା ଅସ୍ଥିକୁ ମଜଭୁତ ରଖିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବେଶ୍‌ ଉପକାରୀ କଦଳୀ ଚୋପା

କଞ୍ଚା ଅବା ପାଚିଲା କଦଳୀ ଉଭୟର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଅଧିକାଂଶ କ୍ଷେତ୍ରରେ କଦଳୀ ଖାଇବା ପରେ ଚୋପାକୁ ଫିଙ୍ଗି ଦିଆଯାଏ। କିନ୍ତୁ...

ଅଧିକ ପେନ୍‌କିଲର କିଡ୍‌ନୀ ପାଇଁ ବିପଦ

ଆଜିକାଲି ଘରେ ଘରେ ଲୋକେ ବିଭିନ୍ନ ପ୍ରକାର ରୋଗରେ ପୀଡ଼ିତ ଥିବା ଦେଖିବାକୁ ମିଳୁଛି। ସେମାନଙ୍କ ମଧ୍ୟରେ କିଡ୍‌ନୀ ରୋଗୀ ବି ଅଧିକ। ତେବେ କିଡ୍‌ନୀ...

ଏହି ଦୁଇଟି ଜିନିଷରୁ ହୋଇପାରେ ବ୍ରେନ୍‌ କ୍ୟାନ୍‌ସର୍‌

ଦୂଷିତ ଜଳ ଏବଂ ଦର ସିଝା ମାଂସରେ ମିଳୁଥିବା ଏକ ସାଧାରଣ ପରଜୀବୀ ଲୋକଙ୍କ ମଧ୍ୟରେ ବ୍ରେନ୍‌ କ୍ୟାନ୍‌ସର୍‌ ସମସ୍ୟା ସୃଷ୍ଟି କରିବାର ସମ୍ଭାବନା ରହିଛି।...

ଚିନ୍ତା ଦୂର କରିବାର ନୂଆ ଉପାୟ

ଆଜିକାଲିର ବ୍ୟସ୍ତମୟ ଜୀବନରେ ଚିନ୍ତାଗ୍ରସ୍ତ ହେବା ଏକ ସାଧାରଣ କଥା ପାଲଟିଗଲାଣି କହିଲେ ଆଦୌ ଭୁଲ୍‌ ହେବ ନାହିଁ। ହେଲେ ଏହାଠାରୁ ଦୂରେଇ ରହିବାର ଏକ...

ଉପକାରୀ ପୁଦିନା: ଜାଣନ୍ତୁ ଗ୍ରୀଷ୍ମଋତୁରେ କିପରି କରିବେ ବ୍ୟବହାର

ଗ୍ରୀଷ୍ମଋତୁରେ ସ୍ବାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବାକୁ ପଡ଼ିଥାଏ। କାରଣ ଏହି ଋତୁରେ ସ୍ବାସ୍ଥ୍ୟ ଖରାପ ହେବାର ଅଧିକ ଆଶଙ୍କା ଦେଖାଯାଇଥାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ଶୀତଦିନେ ଖାଆନ୍ତୁ ଏହି ଶାଗ…

ଶୀତଦିନେ ପରିବେଶ ଥଣ୍ଡା ରହିଥାଏ। ଏହାର ପ୍ରଭାବ ରକ୍ତ ସଞ୍ଚାଳନ ପ୍ରକ୍ରିୟା ଉପରେ ପଡ଼ିଥାଏ। ଥଣ୍ଡାରୁ ରକ୍ଷା ପାଇବା ଲାଗି ଲୋକେ ଅଧିକ ଚର୍ବି ଜାତୀୟ...

୩୫ ବର୍ଷ ପରେ ସବୁ ପୁରଷ କରାନ୍ତୁ ଏହି ଚେକ୍‌ଅପ୍‌

ବୟସ ବଢ଼ିବା ସହିତ ମଣିଷ ଶରୀରରେ ଅନେକ ପରିବର୍ତ୍ତନ ଦେଖାଯାଇଥାଏ। ଏ ନେଇ ନାନାଦି ରୋଗ ମଧ୍ୟ ହୋଇଥାଏ। ତେବେ ପୁରୁଷମାନଙ୍କ ବୟସ ୩୫ ବର୍ଷରୁ...

ଧନିଆ ପତ୍ରରେ ରହିଛି ବହୁ ଉପକାରୀ ଗୁଣ : ଏ ସବୁ ରୋଗରୁ ଦିଏ ମୁକ୍ତି

ଧନିଆ ପତ୍ର କେବଳ ତରକାରିର ସ୍ବାଦ ବଢ଼ାଇଥାଏ ତାହା ନୁହେଁ, ଏଥିରେ ପୋଷକତତ୍ତ୍ୱ, ପୋଟାସିୟମ, କ୍ୟାଲ୍‌ସିୟମ, ଭିଟାମିନ୍‌ ଓ ମାଙ୍ଗାନିଜ ଭରପୂର ମାତ୍ରାରେ ରହିଥାଏ। ଯାହା...

Advertisement
Archives

Model This Week