ରାଜ୍ୟରେ ପୁଣି ବଢିଲା ସଂକ୍ରମଣ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୨୦୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯୨ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୮୮୨ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୪୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୮୩ ଜଣ ଚିହ୍ନଟ ହୋଇଛନ୍ତି।
୨୦୭୪ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୫ ହଜାର ୭୪୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୧୮ହଜାର ୦୪୧ ଜଣ ସୁସ୍ଥ ହୋଇସାରିଛନ୍ତି। ୨୨ ହଜାର ୮୬୦ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପରାଷ୍ଟ୍ରପତିଙ୍କୁ ପୁସ୍ତକ ପ୍ରଦାନ କଲେ ପ୍ରଶାନ୍ତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବିଜେଡି ରାଜ୍ୟ ସଭା ଏମ୍‌ପି ପ୍ରଶାନ୍ତ ନନ୍ଦ ଶନିବାର ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁଙ୍କୁ ସ୍ବରଚିତ ୨ଟି ପୁସ୍ତକ ପ୍ରଦାନ କରିଛନ୍ତି। ଏହି ପୁସ୍ତକ ୨ଟି...

ଡା. ମନୋଜ ସାହୁଙ୍କୁ ଜାତୀୟ ସମ୍ମାନ

ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍‌ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ’ ସମ୍ମାନ...

ଆଇଆଇଟି ଭୁବନେଶ୍ୱରକୁ ନୂତନ ଦାୟିତ୍ୱ: ସଡ଼କ ସୁରକ୍ଷାର ଅଡିଟ୍‌ କରିବ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଏଣିକି ଯାନବାହନ ଚଳାଚଳ ଓ ସୁରକ୍ଷା ସମସ୍ୟାର ଅଡିଟ୍‌ କରିବ ଆଇଆଇଟି ଭୁବନେଶ୍ୱର । ସଂସ୍ଥା ୬ ମାସରେ ଅଡିଟ୍‌ କରି ରିପୋର୍ଟ ପ୍ରଦାନ...

‘ବ୍ଲୁ ଫ୍ଲାଗ୍‌’ ଦୌଡ଼ରେ ଆଉ ୪ ବେଳାଭୂମି

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ):‘ବ୍ଲୁ ଫ୍ଲାଗ୍‌’ ଦୌଡ଼ରେ ସାମିଲ ହେବାକୁ ଯାଉଛି ଓଡ଼ିଶାର ଆଉ ୪ ବେଳାଭୂମି। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ବେଳାଭୂମି ପର୍ଯ୍ୟଟନର ଗୁରୁତ୍ୱ ବୃଦ୍ଧି କରିବାକୁ ରାଜ୍ୟ...

ଖଣ୍ଡୋଲାଇଟ୍‌ ପଥର ଖଣି ଖନନକୁ ବିରୋଧ

ଚଣ୍ଡିଖୋଲ,୨୭ା୧୨(ଡି.ଏନ.ଏ.): ଅବଢ଼ା ଯୋଜନାରେ ପୁରୀକୁ ବିଶ୍ୱ ଐତିହ୍ୟ ସହରରେ ପରିଣତ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିଲାଗି ଯାଜପୁର ଜିଲାର ଶୁଖୁଆପଡ଼ା, କେଶରାଇପୁର, ଚଣ୍ଡିଆ ଓ...

ରେଳପଥ ଐତିହ୍ୟକୁ ନେଇ ହେବ ସଂଗ୍ରହାଳୟ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ରେଳ ଐତିହ୍ୟ ସଂଗ୍ରହାଳୟ ପାଇଁ ବୁଧବାର ଭିତ୍ତିପ୍ରସ୍ତର ସ୍ଥାପିତ ହୋଇଛି। ରେଳପଥ ମହାପ୍ରବନ୍ଧକ ବିଦ୍ୟା ଭୂଷଣ, ଅତିରିକ୍ତ ମହାପ୍ରବନ୍ଧକ ସୁଧୀର...

‘ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ’

ଭୁବନେଶ୍ୱର,୨୯।୪(ବ୍ୟୁରୋ): କୋଭିଡ ସ୍ଥିତିକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ଏବେ ଆମେ ପାଣ୍ଡେମେସିଟିରୁ ଏଣ୍ଡେମେସିଟି ଆଡକୁ...

ଆଜି ରାଜଧାନୀରୁ ୧୭୧ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୨୬ ଜଣ ସ୍ଥାନୀୟ ସଂକ୍ରମିତ...

Advertisement
Archives

Model This Week