ରାଜ୍ୟରେ ସଂକ୍ରମଣ ସ୍ଥିର ଅଛି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ଏବେ ସ୍ଥିର ରହିଛି । ପ୍ରଥମେ ଯେଉଁ ଗତିରେ ସଂକ୍ରମଣ ବଢ଼ୁଥିଲା ସେଥିରେ କମ୍‌ ଆସିଛି । ଯାହା ଆମ ପାଇଁ ଆଶ୍ୱାସନାର ବିଷୟ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ବର୍ତ୍ତମାନ ସ୍ଥିତିରେ ୮୮ ହଜାର ଆକ୍ଟିଭ୍‌ କେସ ରହିଛି । କିନ୍ତୁ ମାତ୍ର ୧୨୩୦ ଲୋକ ହସ୍ପିଟାଲରେ ଅଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ଚାରୋଟି ଜିଲା ସୁନ୍ଦରଗଡ଼, ଖୋର୍ଦ୍ଧା, କଟକ ଏବଂ ସମ୍ବଲପୁରରେ ସଂକ୍ରମଣ ଅଧିକ ରହିଛି । ସ୍ଥାନୀୟ ପ୍ରଶାସନ, ସ୍ବାସ୍ଥ୍ୟ ଟିମକୁ ସର୍ଭେଲାନ୍ସ ବଢେଇବାକୁ କୁହାଯାଇଛି । ଏ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ଚାପ ପଡି ନାହିଁ । ଆଇସିୟୁରେ ମଧ୍ୟ ରୋଗୀ ନାହାନ୍ତି । ଅକ୍ସିଜେନ ଆବଶ୍ୟକତା ନ ଥିବାରୁ ସାମଗ୍ରିକ ଭାବରେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri