Posted inଜାତୀୟ

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ ପାକିସ୍ତାନୀ ନିହତ

ଅଟାରି,୧୭।୧୨: ପଞ୍ଜାବ ଅମୃତସରର ଅଟାରି ସୀମା ନିକଟରେ ଏକ ଅନୁପ୍ରବେଶ ଉଦ୍ୟମକୁ ବିଏସ୍‌ଏଫ୍‌ ଯବାନ ପଣ୍ଡ କରିଦେଇଛନ୍ତିି। ରାଜତାଲ ବିଓପିରେ ୨ ଜଣ ପାକିସ୍ତାନୀ ଭାରତରେ ଅନୁପ୍ରବେଶ ଉଦ୍ୟମ କରୁଥିଲେ। ବିଏସ୍‌ଏଫ୍‌ ଯବାନଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ଏହାକୁ ଅନୁପ୍ରବେଶକାରୀମାନେ ମାନି ନ ଥିଲେ। ଶେଷରେ ବାଧ୍ୟ ହୋଇ ବିଏସ୍‌ଏଫ୍‌ ଯବାନଙ୍କ ପକ୍ଷରୁ ଗୁଳି ଚାଳନା କରାଯାଇଥିଲା। ଅନୁପ୍ରବେଶକାରୀଙ୍କ ନିକଟରୁ ଏକେ-୪୭ ସହିତ ବହୁ ପରିମାଣର ଗୁଳିଗୋଳା ଏବଂ ଅନ୍ୟ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ବିଏସ୍‌ଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ପାଇଁ ପାକିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ ବିଭିନ୍ନ ରାସ୍ତାରେ ଉପଯୋଗ କରାଯାଉଛି। ପୂର୍ବରୁ ବ୍ୟବହୃତ ହେଉଥିବା ରାସ୍ତା ବଦଳରେ ଏବେ ନୂଆ ନୂଆ ରାସ୍ତା ବାହାର କରିବାକୁ ଆତଙ୍କବାଦୀଙ୍କୁ ପାକିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ ସ୍ବତନ୍ତ୍ର ତାଲିମ ଦିଆଯାଉଛି। ଯାହାଦ୍ୱାରା ଭାରତରେ ଅନୁପ୍ରବେଶ କରିବା ସହଜ ହୋଇ ପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri