Posted inଜାତୀୟ

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କବାଦୀ ନିହତ…

ଶ୍ରୀନଗର, ୨୫।୯ : ଭାରତୀୟ ଯବାନମାନେ କଶ୍ମୀର ଡିଭିଜନର କୁପୱାରା ଜିଲାର ମାଛିଲ ସେକ୍ଟରରେ ଥିବା ଏକ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛନ୍ତି। କୁହାଯାଉଛି ଯେ ସୁରକ୍ଷା ବାହିନୀ ଲାଇନ ଅଫ କଣ୍ଟ୍ରୋଲ ନିକଟରେ ଦୁଇଜଣ ଆତଙ୍କବାଦୀଙ୍କୁ ଗୁଳି କରିଛନ୍ତି। ସେମାନଙ୍କ ପାଖରୁ ଦୁଇଟି ଏକେ ୪୭ ରାଇଫଲ ଏବଂ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି। ଘଟଣା ପରେ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ନିହତ ଆତଙ୍କବାଦୀଙ୍କ ପରିଚୟ  ଜଣାପଡିନାହିଁ।

ଏଲଓସି ନିକଟରେ ଆତଙ୍କବାଦୀମାନେ ଭାରତ ସୀମାରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିଲେ। ଏନେଇ ଯବାନମାନଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ସେମାନେ ଏହାକୁ ଭ୍ରୁକ୍ଷେପ ନ କରି ଗୁଳି ଚାଳନା କରିଥିଲେ। ଏହାର ଜବାବରେ ଯବାନମାନଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିବା କୁହାଯାଉଛି।

ଏହାପୂର୍ବରୁ ଶନିବାର ରାତିରେ ଆତଙ୍କବାଦୀମାନେ ଦକ୍ଷିଣ କଶ୍ମୀରର ପୁଲୱାମାରେ ଦୁଇଜଣ ଶ୍ରମିକଙ୍କ ଉପରେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?