Posted inଜାତୀୟ

କୁପଓ୍ବାରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ : ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୧।୭: ଭାରତୀୟ ସେନାଙ୍କୁ ଶନିବାର ଭୋର ସମୟରେ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର କୁପଓ୍ବାରା ଜିଲାର ହାଣ୍ଡଓ୍ବାରାଠାରେ ଏକବଡ଼ ଧରଣର ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଭାରତୀୟ ସେନାଙ୍କ ଗୁଳିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। କିଛି ଆତଙ୍କବାଦୀ ବାରମୁଳା ନିକଟସ୍ଥ ନିୟନ୍ତ୍ରଣ ରେଖାର ନୌଗାମ୍‌ ସେକ୍ଟରଠାରେ ଭାରତ ସୀମାକୁ ଅନୁପ୍ରବେଶ କରୁଥିଲେ। ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଏନେଇ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚାଳନା କରିବା ସହିତ ସତର୍କ ସୂଚନାକୁ ଖାତିର କରି ନ ଥିଲେ। ତେଣୁ ଭାରତୀୟ ସେନା ପକ୍ଷରୁ ଏହାର ଜବାବରେ ପାଲଟା ଗୁଳିଚାଳନା କରାଯାଇଥିବା ପ୍ରତିରକ୍ଷା ମୁଖପାତ୍ର କଲୋନେଲ ରାଜେଶ କାଲିଆ କହିଛନ୍ତି। ବହୁ ପରିମାଣର ଗୋଳା ବାରୁଦ ଏବଂ ଏକେ-୪୭ ରାଇଫଲ ଜବତ ହୋଇଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ…

‘ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାର ପରମ୍ପରାକୁ ବଜାୟ ରଖିଛି ଭାଜପା’: ସଞ୍ଜୟ ରାଉତଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୯।୫: ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ଗୋଷ୍ଠୀର ନେତା ଏବଂ ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀଙ୍କୁ ଚୟନ କରିବା…

ସ୍ପେନରେ ନିଶା କାରବାରକୁ ଶକ୍ତ ଝଟକା, ୪୧ ଟନ କୋକେନ ଜବତ, ୭୭ ଗିରଫ

ମାଡ୍ରିଡ,୯।୫: ସମୁଦ୍ରରେ ନିଶା କାରବାର ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ସ୍ପାନିସ ପୋଲିସ ମୋଟ ୪୧ ଟନ କୋକେନ ଜବତ କରିଛି। କେବଳ ଏହି ଅପରେଶନଗୁଡ଼ିକ ମଧ୍ୟରୁ…

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା…

ପରାଜୟ ମାନିଲେ ମମତା! ଶୁୁଭେନ୍ଦୁଙ୍କ ଶପଥ ନେଉ ନେଉ ହଠାତ୍‌ କଲେ ଏମିତି କାମ

କୋଲକାତା,୯।୫: ପଶ୍ଚିମବଙ୍ଗରେ ଭାଜପାର ବିସ୍ମୟକର ବିଜୟ ପରେ, ମମତା ବାନାର୍ଜୀ ପ୍ରଥମେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଥିଲେ। କିନ୍ତୁ, ଏବେ ମମତା ବାନାର୍ଜୀ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri