Posted inଜାତୀୟ

କୁପଓ୍ବାରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୩ ଆତଙ୍କବାଦୀ ନିହତ…

ଶ୍ରୀନଗର, ୨୬।୫ : ଜମ୍ମୁ-କଶ୍ମୀରର କୁପଓ୍ବାରାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ସୁରକ୍ଷାର୍କମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ସକାଳେ ତିନି ଜଣ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆଇଜିପି କଶ୍ମୀର ବିଜୟ କୁମାର ଏହି ସୂଚନା ଦେଇଛନ୍ତି। ଆଇଜିପି କହିଛନ୍ତି, ନିହତ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଉଛି। ସେମାନଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।

ଜମ୍ମୁ କଶ୍ମୀର ପୋଲିସ କହିଛି ଯେ କୁପୱାରାର ଜୁମାଗୁଣ୍ଡ ଗାଁରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ନେଇ ଏକ ନିର୍ଦ୍ଦିଷ୍ଟ ଇନପୁଟ ଆଧାରରେ ଅପରେଶନ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କ ପାଇଁ ସତର୍କ ସୂଚନା ଜାରି ପରେ ସେଠାରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri