ଲେବାନନରୁ ଇସ୍ରାଏଲରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୪ ନାଗରିକଙ୍କୁ ଗୁଳି କରି ହତ୍ୟା…

ଜେରୁଜେଲମ,୧୭।୧୦: ଇସ୍ରାଏଲ ଉପରେ ହମାସର ଆକ୍ରମଣ ପରେ ଉଭୟ ପକ୍ଷ ମଧ୍ୟରେ ବିବାଦ ଜାରି ରହିଛି। ଗାଜା ଷ୍ଟ୍ରିପର ବିଭିନ୍ନ ସ୍ଥାନରୁ ଇସ୍ରାଏଲ ଉପରେ ରକେଟ ଆକ୍ରମଣ ଜାରି ରହିଥିବାବେଳେ ଇସ୍ରାଏଲ ବାୟୁସେନା ସମଗ୍ର ଅଞ୍ଚଳରେ ଏୟାର ଷ୍ଟ୍ରାଇକ ଜାରି ରଖିଛି। ଏହି ଯୁଦ୍ଧରେ ଏପର୍ଯ୍ୟନ୍ତ ଉଭୟ ପକ୍ଷରୁ ୪୦୦୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ସମୟରେ, ଇସ୍ରାଏଲ ବର୍ତ୍ତମାନ ଲେବାନନରୁ ରହି ରହି ଆକ୍ରମଣ କରୁଥିବା ହିଜବୁଲ ସଂଗଠନ ଉପରେ ଆକ୍ରମଣ ଆରମ୍ଭ କରିଛି। ଇସ୍ରାଏଲର ସେନା କହିଛି ଏହା ହିଜବୁଲ ଆତଙ୍କବାଦୀଙ୍କ ଶିବିରକୁ ଟାର୍ଗେଟ କରୁଛି।

ହମାସ ସହିତ ଚାଲିଥିବା ବିବାଦ ମଧ୍ୟରେ ଲେବାନନ କହିଛି ଇସ୍ରାଏଲ ସୀମାରେ ଉତ୍ତେଜନା ବନ୍ଦ କରିବା ଉଚିତ। ଲେବାନନର ବୈଦେଶିକ ମନ୍ତ୍ରୀ ବୋ ହବିବ କହିଛନ୍ତି ଲେବାନନ-ଇସ୍ରାଏଲ ସୀମାରେ ଉତ୍ତେଜନାକୁ ବନ୍ଦ କରିବା ଉଚିତ। ଇସ୍ରାଏଲ ନିଆଁରେ ତେଲ ପକାଉଛି। ରିପୋର୍ଟ ଅନୁଯାୟୀ ତୁର୍କୀ ପ୍ରତିପକ୍ଷ ହାକାନ ଫିଦାନଙ୍କ ସହ ଏକ ଗଣମାଧ୍ୟମ ସମ୍ମିଳନୀରେ ଲେବାନନ ବୈଦେଶିକ ମନ୍ତ୍ରୀ କହିଛନ୍ତି ଆମେ ଯୁଦ୍ଧ ସମର୍ଥକ ନୁହଁ। ଆମେ ପ୍ରକୃତରେ ଏହି ଅଞ୍ଚଳରେ ଶାନ୍ତି ଚାହୁଁଛୁ।

ଇସ୍ରାଏଲ ସେନା ଦାବି କରିଛି ଲେବାନନରୁ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଚାରିଜଣଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସେନା ଦାବି କରିଛି ଏହି ଲୋକମାନେ ଇସ୍ରାଏଲ ସୀମାରେ ବିସ୍ଫୋରଣ କରିବାକୁ ଚେଷ୍ଟା କରୁଥିଲେ। ଏହି ସମୟରେ ଗୁଳି ବିନିମୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri