Posted inଜାତୀୟ

ଏଲ୍‌ଓସିରେ ଅନୁପ୍ରବେଶ କମିଛି…

ନୂଆଦିଲ୍ଲୀ, ୨୭।୪ : ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା ଏଲଓସିରେ ଅନୁପ୍ରବେଶ ଏବଂ ଆତଙ୍କବାଦ ହ୍ରାସ ପାଇଛି । ଏସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁୂ ପ୍ରକାଶିତ ରିପୋର୍ଟ ୨୦୨୦-୨୧ରେ ଉଲ୍ଲେଖ କରାଯାଇଛି। ରିପୋର୍ଟ ଅନୁଯାୟୀ, ୨୦୧୯ରେ ଜମ୍ମୁ-କଶ୍ମୀରରେ ୨୧୬ ଅନୁପ୍ରବେଶ ଉଦ୍ୟମ ହୋଇଥିବାବେଳେ ୨୦୨୦ରେ କେବଳ ୯୯ ଅନୁପ୍ରବେଶ ଉଦ୍ୟମ ହୋଇଥିଲା।

ମନ୍ତ୍ରଣାଳୟର ଆକଳନ ଅନୁଯାୟୀ ୨୦୧୯ରେ ୧୩୮ ଥର ଅନୁପ୍ରବେଶ ହୋଇଥିବାବେଳେ ୨୦୨୦ରେ ୫୧ ଥର ଅନୁପ୍ରବେଶ ହୋଇଛି। ୨୦୨୦ରେ ୨୪୪ ଟି ଆତଙ୍କବାଦ ଘଟଣା ଘଟିଥିଲା ଯେଉଁଥିରେ ୬୨ ସୁରକ୍ଷା କର୍ମୀ ଏବଂ ୩୭ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବାବେଳେ ୨୨୧ ଆତଙ୍କବାଦୀ ନିହତ ହୋଇଥିଲେ।

୯୦ ଦଶକରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ଆରମ୍ଭ ହେବା ପରଠାରୁ ୨୦୨୦ ସୁଦ୍ଧା ୧୪୦୯୧ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ସେହିପରି ୫୩୫୬ ସୁରକ୍ଷା କର୍ମୀ ଶହୀଦ୍‌ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri