ନିୟନ୍ତ୍ରଣକୁ ଆସିବ ମୁଦ୍ରାସ୍ପୀତି: ସିଇଏ

ନୂଆଦିଲ୍ଲୀ, ୧୪।୯: ଦେଶରେ ବଢୁଥିବା ମୁଦ୍ରାସ୍ଫୀତି ସମ୍ପର୍କରେ ସରକାରଙ୍କ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା(ସିଇଏ) କେ.ଭି. ସୁବ୍ରମଣ୍ୟନ ସୋମବାର ମତ ରଖିଛନ୍ତି। ସେ କହିଛନ୍ତି, ଆଗାମୀ ଦିନ ଗୁଡିକରେ ଦରଦାମ ନିୟନ୍ତ୍ରଣକୁ ଆସିବ। ଲକ୍‌ଡାଉନ କଟକଣା ଧୀରେ ଧୀରେ ଉଠୁଥିବାରୁ ଆଗାମୀ ଦିନରେ ସ୍ଥିତିରେ ସୁଧାର ଆସିବା ନେଇ ସେ ଆଶାବାଦି ରହିଛନ୍ତି। ସରକାରୀ ଡାଟା ଅନୁସାରେ ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ୬.୯୩% ସ୍ତରରେ ରହିଛି। ସେହିଭଳି ପାଇକାରୀ ମୁଦ୍ରାସ୍ଫୀତି ୦.୫୮% ସ୍ତରକୁ ଖସିଛି। ଯୋଗାଣ ବାଧାପ୍ରାପ୍ତ ହେବାରୁ ଏହାର ପ୍ରଭାବ ବଜାର ଉପରେ ପଡିଛି। ବର୍ତ୍ତମାନ ଲକ୍‌ଡାଉନ ଉଠୁଥିବାରୁ ଆଗାମୀ ଦିନରେ ବଜାରରେ ଏଭଳି ସମସ୍ୟା ଦେଖାଯିବ ନାହିଁ। ବଜାରର ସ୍ଥିତି ସୁଧୁରିଲେ ଏହା ଦରଦାମ ନିୟନ୍ତ୍ରଣକୁ ଆସିବ ବୋଲି ସୁବ୍ରମଣ୍ୟନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାରେଟ୍‌ରେ ବଡ଼ ବିସ୍ଫୋରଣ! ଯୁଦ୍ଧ ଭିତରେ ୨୩ହଜାର ବଢିଯିବ ଦର

ନୂଆଦିଲ୍ଲୀ,୨୮।୨: ଆମେରିକା ଇରାନ ଉପରେ ଆକ୍ରମଣ କରିଛି। ଏହି ସମୟରେ, ଇସ୍ରାଏଲ ମଧ୍ୟ ମଧ୍ୟପ୍ରାଚ୍ୟ ଦେଶ ବିରୋଧରେ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଇରାନ ଆକ୍ରମଣ କରି ପ୍ରତିଶୋଧ…

Sahara Refund: ଆଉ ୫୦ ହଜାର ନୁହେଁ, ଏବେ ୧୦ ଲକ୍ଷ ଟଙ୍କା ଯାଏ ଫେରସ୍ତ ପାଇଁ କରନ୍ତୁ ଆବେଦନ,୪୫ ଦିନରେ ଆସିବ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ସାହାରା ଇଣ୍ଡିଆରେ ଟଙ୍କା ରଖିଥିବା ନିବେଶକମାନଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଏବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜମା କରିଥିବା ନିବେଶକମାନେ ନିଜ…

ବାରମ୍ୱାର ଟ୍ରାଫିକ ନିୟମ ଭାଙ୍ଗୁଛନ୍ତି କି? ସରକାର ଆଣିଲେ କଡ଼ା ନିୟମ…

ନୂଆଦିଲ୍ଲୀ,୨୭।୨: ଏହି ଖବର ଗାଡି ଚାଳନା ନିୟମକୁ ହାଲୁକା ଭାବରେ ନେଉଥିବା ଯେକୌଣସି ବ୍ୟକ୍ତିଙ୍କ ପାଇଁ ଏକ ଗମ୍ଭୀର ଚେତାବନୀ। ଏବେ, ଗାଡି ଚାଳନା କେବଳ ଷ୍ଟିଅରିଂ…

୧ ମାର୍ଚ୍ଚରୁ ବନ୍ଦ ହୋଇଯିବ ଏମାନଙ୍କର ହ୍ବାଟ୍ସଆପ! ଲକ୍ଷ ଲକ୍ଷ ବ୍ୟବହାରକାରୀଙ୍କୁ ପ୍ରଭାବିତ କରିବ ନୂଆ ନିୟମ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୭।୨: SIM-Binding ନିୟମ ସମ୍ପର୍କରେ ଚିତ୍ର ଏବେ ସ୍ପଷ୍ଟ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, କେନ୍ଦ୍ର ସରକାର ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ମେସେଜିଂ ଆପ…

ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ, ଲକ୍ଷଲକ୍ଷ ଇଣ୍ଡିଆନ ରେଲେଓ଼୍ବରେ ହେବ…

ନୂଆଦିଲ୍ଲୀ,୨୭।୨: ରେଳ ମନ୍ତ୍ରଣାଳୟ ପେନସନଭୋଗୀଙ୍କୁ ସାଇବର ଠକେଇ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଇ ଏକ ସରକାରୀ ପରାମର୍ଶ ଜାରି କରିଛି। ସମ୍ପ୍ରତି, ଅନେକ ମାମଲା ସାମ୍ନାକୁ…

ସୁନା କିଣିବାକୁ ନେଇ ଆସିଲା ନୂଆ ନିୟମ, ୧ ଏପ୍ରିଲରୁ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୭।୨: ସୁନା କେବଳ ଏକ ଧାତୁ ନୁହେଁ, ଏହା ଭାରତୀୟଙ୍କ ପାଇଁ ଏକ ଭାବପ୍ରବଣ। ଆମ ମଧ୍ୟରୁ ଅଧିକାଂଶ ଏହାକୁ ଆମର ପୋର୍ଟଫୋଲିଓର ସବୁଠାରୁ ସୁରକ୍ଷିତ ଅଂଶ…

RBI ଛୁଟି ତାଲିକା, କାଲିଠୁ ଲଗାତାର୍ ପାଞ୍ଚଦିନ ବ୍ୟାଙ୍କ ବନ୍ଦ!

ନୂଆଦିଲ୍ଲୀ,୨୭।୨: ଯଦିି କୌଣସି ବ୍ୟାଙ୍କ କାମ ଥାଏ, ତାହେଲେ ଶୀଘ୍ର ଶେଷ କରିବା ଜରୁରୀ । ଶନିବାର ଠାରୁ ଲଗାତାର ପାଞ୍ଚଦିନ ବନ୍ଦ ରହିବ ବ୍ୟାଙ୍କ ।…

1 March new Rule: ପହିଲାରୁ ବଦଳିଯିବ ଏହି ୫ ନିୟମ, ସିଧାସଳଖ ଆପଣଙ୍କ ପକେଟ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୨୭।୨: ପ୍ରତି ମାସର ପ୍ରଥମ ଦିନ କିଛି ନୂଆ ଜିନିଷ ଆଣିଥାଏ, କିନ୍ତୁ ୧ ମାର୍ଚ୍ଚ, ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ। ଏଥର, ପରିବର୍ତ୍ତନଗୁଡ଼ିକ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri