Posted inଜାତୀୟ

ଧୀରେ ଧୀରେ କମିବ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୨୪।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଗଭର୍ନର ଶକ୍ତିକାନ୍ତ ଦାସ ମଙ୍ଗଳବାର ମୁଦ୍ରାସ୍ଫୀତିକୁ ନେଇ ଉଭୟ ଆରବିଆଇ ଏବଂ ସରକାରଙ୍କ ଆଭିମୁଖ୍ୟ ସମ୍ପର୍କରେ ମତ ରଖି କହିଛନ୍ତି, ବର୍ତ୍ତମାନ ସମୟରେ ଉପରମୁହଁା ହୋଇ ରହିଥିବା ମୁଦ୍ରାସ୍ଫୀତକୁ ଧୀରେ ଧୀରେ ୪%କୁ ହ୍ରାସ କରାଇବା ଦିଗରେ କେନ୍ଦ୍ରୀୟ ବ୍ୟାଙ୍କ କାର୍ଯ୍ୟ କରୁଛି। ଏପରିକି କେନ୍ଦ୍ରୀୟ ବ୍ୟାଙ୍କ ବର୍ତ୍ତମାନ ପ୍ରତ୍ୟେକ ତଥ୍ୟ ଉପରେ ନଜର ରଖିବା ସହ ଆସନ୍ତା ୨ବର୍ଷ ମଧ୍ୟରେ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ ରଖିବା ପାଇଁ ଆରବିଆଇ ଲକ୍ଷ୍ୟ ରଖିଛି। ସେହିଭଳି ଗତ ୪ ମାସରେ ଆରବିଆଇ ୩ ଥର ରେପୋ ହାରରେ ସୁଧାର ଆଣିଥିବା ବେଳେ ଅର୍ଥନୀତି ଉପରେ ମଧ୍ୟ କାର୍ଯ୍ୟ କରୁଛି ବୋଲି ଶକ୍ତିକାନ୍ତ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପବାଚସ୍ପତି ପଦବୀ ଉପରେ ଶିବସେନାର ନଜର

ନୂଆଦିଲ୍ଲୀ,୬।୬: ଲୋକସଭାର ବାଚସ୍ପତି ଏବଂ ଉପବାଚସ୍ପତି ପଦବୀ କାହାକୁ ମିଳିବ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଶିବସେନା ଉପବାଚସ୍ପତି ପଦବୀ ପାଇଁ ଦାବି...

ଡବଲ ଇଞ୍ଜିନ ସରକାର ଚାହୁଁଛନ୍ତି ତେଲେଙ୍ଗାନାର ଜନତା: ମୋଦି

ହାଇଦ୍ରାବାଦ୍‌,୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ହାଇଦ୍ରାବାଦର ପ୍ୟାରେଡ ଗ୍ରାଉଣ୍ଡରେ ଭାଜପାର ବିଜୟ ସଙ୍କଳ୍ପ ଜନସଭାକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ତେଲେଙ୍ଗାନାର ଲୋକମାନେ କଠିନ...

ଅଦନାନ ସାମୀଙ୍କ ନାଗରିକତାକୁ ନେଇ ପ୍ରଶ୍ନ ଉଠାଇଲେ ମାୟାବତୀ

ଲକ୍ଷ୍ନୌ,୨୮।୧: ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ମାୟାବତୀ ମଙ୍ଗଳବାର ପାକିସ୍ତାନର ମୂଳ ବାସିନ୍ଦା ଗାୟକ ଅଦନାନ ସାମୀଙ୍କ ନାଗରିକତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ମାୟାବତୀ କହିଛନ୍ତି...

ରାଜୌରୀ-ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼ କଲା ପାକିସ୍ତାନ

ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଜାଣିଶୁଣି ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ଗୁରୁବାର ପୂର୍ବାହ୍ନ ୯ଟାରେ ପୁଞ୍ଚ୍‌ ଏବଂ ରାଜୌରୀ ଜିଲାରେ...

ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ପାଟନା,୨ା୧୧(ଆଇଏଏନ୍‌ଏସ୍‌): ବିହାର ବିଧାନସଭା ଲାଗି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ୩ ତାରିଖରେ ହେବାକୁ ଥିବାବେଳେ ରବିବାର ସନ୍ଧ୍ୟାରେ ସେଠାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ...

ମୁଖ୍ୟ ସଚିବଙ୍କୁ କାର୍ଯ୍ୟମୁକ୍ତ ନ କରିବାକୁ ମମତା ମୋଦିଙ୍କୁ ଲେଖିଲେ ଚିଠି…

କୋଲକାତା,୩୧।୫: ମୁଖ୍ୟ ସଚିବ ଅଲପନ ବନ୍ଦୋପାଧ୍ୟାୟଙ୍କୁ କାର୍ଯ୍ୟମୁକ୍ତ ନ କରିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟ ସରକାର ସମ୍ପ୍ରତି...

ଉତ୍ତରାଖଣ୍ଡରେ ହିମସ୍ଖଳନ: ୨୦ ପର୍ବତାରୋହୀ ଫସି ରହିଥିବା ଆଶଙ୍କା

ଡେରାଡୁନ,୪।୧୦: ଉତ୍ତରାଖଣ୍ଡରେ ମଙ୍ଗଳବାର ଏକ ବଡ଼ ହିମସ୍ଖଳନ ହୋଇଛି। ଏହି ହିମସ୍ଫଳନରେ ଏକ ପ୍ରତିଷ୍ଠାନର ୨୦ ଟ୍ରେନି ପର୍ବତାରୋହୀ ଫସି ରହିଛନ୍ତି। ସୂଚନାନୁସାରେ, ହିମସ୍ଫଳନ ଯୋଗୁ...

ଜୋକ୍ ପାଇଁ ଫସିଲେ ରଣଦୀପ ହୁଡା

ମୁମ୍ବାଇ, ୨୮।୫: ବଲିଉଡ ଅଭିନେତା ରଣଦୀପ ହୁଡାଙ୍କୁ ମହଙ୍ଗା ପଡ଼ିଛି ଏକ ଜୋକ। ଏହି ଅଭିନେତା ୨୦୧୨ରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବହୁଜନ ସମାଜବାଦି...

Advertisement
Archives

Model This Week