ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲା: ୪ ଗିରଫ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ) ଭୁବନେଶ୍ବର ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲାରେ ସୋମବାର ୪ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ଚାରିଜଣ ହେଲେ ଅନିରୁଦ୍ଧ ପଣ୍ତା, କୃଷ୍ଣ ବେହେରା, ସିକ୍ୟୁରିଟୀ ଗାର୍ଡ ଶ୍ରୀବତ୍ସ ସାମଲ ଓ ବିଜୟ ରାଉତ। ଏହି ଚାରିିଜଣ ରାଜ୍ୟର ଏକ ଘରୋଇ ଟିଭି ଚ୍ୟାନେଲର ୨ କର୍ମଚାରୀ ଏବଂ ସିକ୍ୟୁରିଟୀ ଗାର୍ଡ ବୋଲି ଜଣାପଡିଛି। ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇପାରେ। ସୂଚନାଯୋଗ୍ୟ, ଗତ ଏପ୍ରିଲ ମାସରେ ଭୁବନେଶ୍ବର ଇନଫୋସିଟି ଅଞ୍ଚଳରୁ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗ ଆସିଥିଲା। ଅଗଷ୍ଟ ୩୦ ତାରିଖରେ ଏ ନେଇ ଥାନାରେ ଏତଲା ଦେଇଥିଲେ ପୀଡିତାଙ୍କ ମା’। ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଏହି ମାମଲାରେ ୧୬ ତାରିଖ ସୁଦ୍ଧା କାର୍ଯ୍ୟାନୁଷ୍ଠାନ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିନିକୋଶିଆ ଜଙ୍ଗଲରୁ ପୁଣି ମୃତଦେହ ଉଦ୍ଧାର: ଲୋକେ ଭୟଭୀତ, ପୋଲିସର ତଦନ୍ତ ଆରମ୍ଭ

ସଜନାଗଡ଼,୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ଼ ପଞ୍ଚାୟତ ପିଡବ୍ଲ୍ୟୁ ୧୯ନଂ. ରାଜ୍ୟ ରାଜପଥ ପାର୍ଶ୍ୱ ତିନିକୋଶିଆ ଜଙ୍ଗଲରୁ ରବିବାର ପୂର୍ବାହ୍ନରେ ପୁଣି ଜଣେ...

୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍‌ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ...

ଆଇଆଇଟି ଖୋଜିବ ଭୂସ୍ଖଳନ ଅଞ୍ଚଳ: ଏସ୍‌ଆର୍‌ସି

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟର ଭୂସ୍ଖଳନ ଅଞ୍ଚଳ ଚିହ୍ନଟ କରିବାକୁ ଆଇଆଇଟି ମୁମ୍ବାଇକୁ ଦାୟିତ୍ୱ ଦିଆଯାଇଛି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା ସୂଚନା...

ମହାନଦୀ ବିପଦ: ଆଜି ମୁଣ୍ଡଳୀରେ ପ୍ରବାହିତ ହେବ ୧୦.୫୦ ଲକ୍ଷ କ୍ୟୁସେକ ଜଳ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ପଡ଼ୋଶୀ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ଓଡ଼ିଶା ପାଇଁ ବିପଦ ହୋଇ ମାଡ଼ିଆସୁଛି ମହାନଦୀର ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରର ୪୬ଟି ଗେଟ୍‌ ଖୋଲାଯାଇଥିବାରୁ ମହାନଦୀ...

୨୦୨୨ ସୁଦ୍ଧା ସମସ୍ତ ସହରର ସବୁ ଘରକୁ ପାଇପ ପାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା...

ସତ୍ୟଜିତ୍‌ଙ୍କୁ ଅଗ୍ନିଶମ ଅତିରିକ୍ତ ଦାୟିତ୍ୱ; ଅରୁଣ ବୋଥ୍ରା ଓଏସ୍‌ଆର୍‌ଟିସି ଅଧ୍ୟକ୍ଷ

ଭୁବନେଶ୍ୱର,୩୦ା୫(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇପିଏସ୍‌ ଅଫସର ତଥା ସ୍ପେଶାଲ୍‌ ଡିଜି (ଇଣ୍ଟେଲିଜେନ୍ସ) ସତ୍ୟଜିତ୍‌ ମହାନ୍ତିଙ୍କୁ ଅଗ୍ନିଶମ...

ସୁନ୍ଦରଗଡ଼ରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲାବାସୀଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି...

ରାସ୍ତାଘାଟରେ ଜାତୀୟ ପତାକା ନ ପଡୁ

ସାଧାରଣତନ୍ତ୍ର ଦିବସର ସକାଳୁ ସକାଳୁ କୁନି ପିଲାଙ୍କ ହାତରେ ଜାତୀୟ ପତାକା ଓ ମୁହଁରେ ସମ୍ବିଧାନ ରଚୟିତାଙ୍କର ଜୟଗାନ ଶୁଣିଲେ ହୃଦୟରେ ଦେଶପ୍ରେମ ଜାଗିଉଠେ କିନ୍ତୁ...

Advertisement


Archives

Model This Week