Posted inଖେଳ

ଦ୍ୱିତୀୟ ଟେଷ୍ଟରେ ୫୦ ପ୍ରତିଶତ ଦର୍ଶକଙ୍କୁ ମିଳିବ ଅନୁମତି

ଚେନ୍ନାଇ, ୨ା୨- ସ୍ଥାନୀୟ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ହେବାକୁ ଥିବା ଭାରତ ଓ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ବେଳେ ୫୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ଦିଆଯିବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏବଂ ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍‌ସିଏ) ମଧ୍ୟରେ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ସରକାରଙ୍କ ସାନି କୋଭିଡ୍‌ ଗାଇଡଲାଇନ୍‌ରେ କ୍ରୀଡ଼ା ଭେନ୍ୟୁକୁ ରହିଥିବା ଦର୍ଶକ କଟକଣାରେ କୋହଳ କରାଯାଇଛି। ରବିବାର ରାଜ୍ୟ ସରକାରଙ୍କ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସଓପି) ମଧ୍ୟ ଜାରି କରାଯାଇଛି। ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମର ଦର୍ଶକ କ୍ଷମତା ୫୦,୦୦୦ ରହିଛି। ପ୍ରଥମ ଟେଷ୍ଟ ମ୍ୟାଚ ଶୁକ୍ରବାରଠାରୁ ଏବଂ ଦ୍ୱିତୀୟ ଟେଷ୍ଟ ଫେବୃୟାରୀ ୧୩ରୁ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଅହମ୍ମଦାବାଦରେ ଖେଳାଯିବାକୁ ଥିବା ତୃତୀୟ ଓ ଚତୁର୍ଥ ଟେଷ୍ଟ ପାଇଁ ଦର୍ଶକଙ୍କୁ ଅନୁମତି ମିଳିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ୩ଜିଲାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମାରାଥର ପ୍ରଚାର

ଭୁବନେଶ୍ୱର,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ୩ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ...

୩୫ ରନ୍‌ରେ ହାରିଲା ଚେନ୍ନାଇ, ପ୍ଲେ ଅଫ୍‌ ଦୌଡ଼ରେ ଗୁଜରାଟ…

ଅହମଦାବାଦ, ୧୦।୫: ଆଇପିଏଲ୍‌ ୨୦୨୪ର ୫୯ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାଜିତ କରିଛି ଗୁଜରାଟ ଟାଇଟନ୍ସ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଏହି...

କିଶନ, ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ବାଦ୍‌ ଦେଇଛନ୍ତି ଅଗରକର; ଆଉ କେହି ଦାୟୀ ନୁହନ୍ତି…

ମୁମ୍ବାଇ, ୧୦ା୫: ଇଶାନ କିଶନ ଓ ଶ୍ରେୟାସ ଆୟରଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ସମ୍ପୂର୍ଣ୍ଣ ବାଦ୍‌ ଦେବା ନିଷ୍ପତ୍ତି ସିଲେକ୍ସନ କମିଟି ଚେୟାରମ୍ୟାନ ଅଜିତ ଅଗରକର ଏକାକୀ...

ଉଇକେଟ ନେବା ପରେ ବି ସେଲିବ୍ରେଟ୍‌ କରନ୍ତି ନାହିଁ ସୁନୀଲ ନରେନ୍‌, ପଛରେ ରହିଛି ଏଭଳି କାରଣ…

ନୂଆଦିଲ୍ଲୀ,୧୦।୫: କୌଣସି ବୋଲର ପାଇଁ ଉଇକେଟ ନେବା ସବୁଠାରୁ ବଡ଼ ମୂହୁର୍ତ୍ତ ହୋଇଥାଏ। ଏହାକୁ ନେଇ ସେ ନିଜର ଖୁସିକୁ ସେଲିବ୍ରେଶନ ମାଧ୍ୟମରେ ପରିପ୍ରକାଶ କରିଥାଏ।...

ଏହା ଲଜ୍ଜାଜନକ କଥା; ରାଗରେ ଏଭଳି କହିଦେଲେ ଶାମି…

ନୂଆଦିଲ୍ଲୀ,୧୦।୫: ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କେଏଲ୍‌ ରାହୁଲଙ୍କ ଉପରେ ବର୍ଷିଥିଲେ ଲକ୍ଷ୍ନୌ ମାଲିକ। ଏହାର ଭିଡିଓ ଭାଇରାଲ ହେବା ପରେ ପ୍ରଶଂସକ ରାହୁଲଙ୍କ ସମର୍ଥନରେ...

ରାହୁଲ-ଗୋଏଙ୍କା ବିବାଦ ପରେ ଲକ୍ଷ୍ନୌ ଟିମ୍‌ରେ ହେବ ବଡ଼ ପରିବର୍ତ୍ତନ, ଏହି ଖେଳାଳି ହେବେ ଅଧିନାୟକ !

ନୂଆଦିଲ୍ଲୀ,୧୦।୫: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବୁଧବାର ଶୋଚନୀୟ ପରାଜୟ ପରେ ଆଇପିଏଲ୍‌ ପ୍ଲେ ଅଫ୍‌ ଦୌଡ଼ରୁ ପ୍ରାୟତଃ ବାହାର ହୋଇଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଏହାକୁ...

ଆଇପିଏଲ୍‌ର ୧୦ ଟିମ୍‌ର ମାଲିକ କିଏ ଜାଣନ୍ତି

ଏବେ ଆଇପିଏଲ ଚାଲିଛି। ଏବେ ଏହି ମହାସମର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଉ ମାତ୍ର ୨ ସପ୍ତାହ ମଧ୍ୟରେ ଚଳିତବର୍ଷର ବିଜେତା କିଏ ଜଣାପଡିବ। ତେବେ...

ଏହି ସର୍ତ୍ତରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଣ୍ଟ୍ରାକ୍ଟ ଦେଇଛି ବିସିସିଆଇ, ଖୁଲାସା କଲେ ଜୟ ଶାହା

ମୁମ୍ବାଇ,୧୦।୫: ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କାହିଁକି ବିସିସିଆଇ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପଦାନ କଲା, ଏହାର ଖୁଲାସା କରିଛନ୍ତି ଜୟ ଶାହା। ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri