Posted inଖେଳ

ସୂଚନା ଓ ଲୋକସମ୍ପର୍କ ବିଭାଗ ରନରଅପ୍‌

ଭୁବନେଶ୍ୱର, ୨୫।୫ (ସ୍ପୋଟର୍‌ସ ବ୍ୟୁରୋ): ଇସ୍ପାତ ଓ ଖଣି ବିଭାଗ ଦ୍ୱାରା ଆୟୋଜିତ ଆନ୍ତଃବିଭାଗୀୟ ସଚିବାଳୟ କ୍ରିକେଟ ଟୁର୍ନାମେଣ୍ଟରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଚାମ୍ପିୟନ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର କ୍ରିକେଟ ଦଳ ରନରଅପ୍‌ ହୋଇଛି ା ବୁଧବାର ସୂଚନା ଓ ଲୋକସଂପର୍କ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ା ବିଭାଗୀୟ ନିର୍ଦ୍ଦେଶକ ସରୋଜ କୁମାର ସାମଲ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ା ଜଣେ ଭଲ ଖେଳାଳି ବିଭାଗୀୟ କାର୍ଯ୍ୟ ମଧ୍ୟ ସୁଚାରୁରୂପେ ସମ୍ପାଦନ କରିଥାଏ ା କ୍ର୍ରୀଡ଼ା, କଳା ଏବଂ ସରକାରୀ କାର୍ଯ୍ୟରେ ଉତ୍କର୍ଷ ପ୍ରଦର୍ଶନ କରି ବିଭାଗ ପାଇଁ ସୁନାମ ଆଣିଲେ ସେମାନଙ୍କୁ ଅଧିକ ପ୍ରୋତ୍ସାହିତ କରାଯିବ ବୋଲି ସେ କହିଥିଲେ ା ବିଭାଗୀୟ ନିଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ା ସୂଚନା ଓ ଲୋକସଂପର୍କ ବିଭାଗ କ୍ବାର୍ଟର ଫାଇନାଲରେ ଗୃହ ବିଭାଗ ଏବଂ ସେମିଫାଇନାଲ୍‌ରେ ଅର୍ଥ ବିଭାଗକୁ ପରାସ୍ତ କରି ଫାଇନାଲ୍‌ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଥିଲା ା
ସୂଚନା ଓ ଲୋକସଂପର୍କ ବିଭାଗର ଉଦୀୟମାନ ଖେଳାଳି ଆଲୋକ କୁମାର ମହାରଣା ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ ା ପ୍ରତିଯୋଗିତାରେ ମୋଟ ୪୦ଟି ଦଳ ଅଂଶଗ୍ରହଣ କରିଥିଲେ ଏବଂ ୭୫ଟି ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା ା କାର୍ଯ୍ୟକ୍ରମକୁ ମୌସୁମୀ ଦାଶ ସଂଯୋଜନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri