ସମ୍ଭାବ୍ୟ ବନ୍ୟା ନେଇ ଏସ୍‌ଆର୍‌ସିଙ୍କ ସୂଚନା

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ରାଜ୍ୟରେ ଲଗାଣୁ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସମ୍ଭାବ୍ୟ ବନ୍ୟା ନେଇ ଏସ୍‌ଆର୍‌ସି ପ୍ରଦୀପ ଜେନା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ହୀରାକୁଦ ଜଳଭଣ୍ଡାରକୁ ୫.୨୦ ଲକ୍ଷ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ୪.୮୦ କ୍ୟୁସେକ୍‌ ଜଳ ନିଷ୍କାସନ ହେଉଛି। ହୀରାକୁଦରୁ ଆସୁଥିବା ଜଳ ଶନିବାର ସକାଳ ସୁଦ୍ଧା ମୁଣ୍ଡଳିରେ ପହଞ୍ଚିବ। ଶନିବାର ସକାଳୁ ମଧ୍ୟାହ୍ନ ଭିତରେ ୮ ଳକ୍ଷ କ୍ୟୁସେକ୍‌ ଜଳ ନିଷ୍କାସନ ହେବ। ରାତି ସୁଦ୍ଧା ତଳିଆ ଅଞ୍ଚଳରେ ବନ୍ୟାଜଳ ପ୍ରବେଶ କରିବ। ତେବେ କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର ଓ କଟକ ଆଦି ଜିଲାରେ ଶନିବାର ବନ୍ୟାଜଳ ପ୍ରବାହିତ ହେବ। ଶନିବାର ରାତିରେ ମଧ୍ୟମ ଧରଣର ବନ୍ୟା ପାସ୍‌ କରିବ। କିନ୍ତୁ ପରିସ୍ଥିତି ସେତେଟା ଗମ୍ଭୀର ନୁହେଁ ବୋଲି ଏସ୍‌ଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ...

ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ

କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି।...

ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର...

ଯାଜପୁର ବସ୍‌ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା

ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍‌ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌...

ମରୀଚି କୁଣ୍ଡ ପାଣି ନିଲାମ: ଏତିକି ଟଙ୍କା ଦେଇ ପ୍ରଥମ ଗରାପାଣି କିଣିଲେ ଏହି ମହିଳା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ସୋମବାର ବିଳମ୍ବିତ ରାତିରେ ଏହି...

ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍‌

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ...

ପ୍ରାର୍ଥୀଙ୍କୁ ଅଡୁଆ ପ୍ରଚଣ୍ଡ ଖରା

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର):ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାସେରୁ କମ୍‌ ସମୟ ରହିଲା। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାୟ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି

ଭୁବନେଶ୍ୱର,୧୬ା୪(ଅନିଲ ଦାସ):କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାକୁ ସମସ୍ତେ ଜାଣିଛନ୍ତି। ଢେଙ୍କାନାଳ, ଅନୁଗୋଳ ଓ ଦେବଗଡ଼ ଜିଲାରେ ସେ ଗୋଟିଏ ଜାତୀୟ ଦକ୍ଷତା ବିକାଶ କେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri